Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ଷମତା ଅପବ୍ୟବହାର କରିବା ପଡିଲା ମହଙ୍ଗା : ନିଲମ୍ବିତ ହେଲେ ଦବଙ୍ଗ ସରପଞ୍ଚ ହେମକାନ୍ତି ମୁଣ୍ଡା
ଆଜିର ଖବର

କ୍ଷମତା ଅପବ୍ୟବହାର କରିବା ପଡିଲା ମହଙ୍ଗା : ନିଲମ୍ବିତ ହେଲେ ଦବଙ୍ଗ ସରପଞ୍ଚ ହେମକାନ୍ତି ମୁଣ୍ଡା

September 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
two polling officer suspended in jajpur
two polling officer suspended in jajpur

ବଲାଙ୍ଗିର : ଜିଲ୍ଲାପାଳ କ୍ଷମତା ଅପବ୍ୟବହାର କରି ଆଦିବାସୀଙ୍କ ଘର ଭାଙ୍ଗିବା ସରପଞ୍ଚଙ୍କୁ ମହଙ୍ଗା ପଡ଼ିଲା। ପ୍ରଥମେ ବନ୍ଧା ହେବା ପରେ ଏବେ ନିଲମ୍ବିତ ହେଲେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟା ପଞ୍ଚାୟତ ସରପଞ୍ଚ ହେମକାନ୍ତି ମୁଣ୍ଡା। ହେମକାନ୍ତିଙ୍କୁ ନିଲମ୍ବନ କରିଛି ପଞ୍ଚାୟତିରାଜ ବିଭାଗ । ଜିଲ୍ଲା ପ୍ରଶାସନର ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ସୂଚନାଯୋଗ୍ୟ, ସରପଞ୍ଚ ହେମକାନ୍ତି ମୁଣ୍ଡା ଜିଲ୍ଲାପାଳ କ୍ଷମତାର ଅପବ୍ୟବହାର କରି ଛଅ ଆଦିବାସୀ ପରିବାରଙ୍କୁ ମିଳିଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘରକୁ ବୁଲଡୋଜର ଚଢାଇ ମାଟିରେ ମିଶାଇ ଦେଇଥିଲେ । ଏ ଘଟଣା ପରେ ଲୋଇସିଂହା ଥାନାରେ ସଂପୃକ୍ତ ସରପଞ୍ଚଙ୍କ ବିରୋଧରେ ଏତଲା ଦାଏର ହୋଇଥିଲା। ଏହାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ସରପଞ୍ଚ ହେମକାନ୍ତି ମୁଣ୍ଡା ଓ ତାଙ୍କ ସ୍ୱାମୀମୋହନ ମୁଣ୍ଡାଙ୍କୁ ଗିରଫ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

October 8, 2025

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025
Latest News

ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

October 8, 2025

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିହାରରେ ରାଜନୈତିକ ହଲଚଲ ବୃଦ୍ଧି: ଜରୁରୀକାଳୀନ ବୈଠକ ଡାକିଲା ଚିରାଗ ପାସୱାନଙ୍କ ଦଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.