Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ଷମତା ଅପବ୍ୟବହାର କରିବା ପଡିଲା ମହଙ୍ଗା : ନିଲମ୍ବିତ ହେଲେ ଦବଙ୍ଗ ସରପଞ୍ଚ ହେମକାନ୍ତି ମୁଣ୍ଡା
ଆଜିର ଖବର

କ୍ଷମତା ଅପବ୍ୟବହାର କରିବା ପଡିଲା ମହଙ୍ଗା : ନିଲମ୍ବିତ ହେଲେ ଦବଙ୍ଗ ସରପଞ୍ଚ ହେମକାନ୍ତି ମୁଣ୍ଡା

September 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
two polling officer suspended in jajpur
two polling officer suspended in jajpur

ବଲାଙ୍ଗିର : ଜିଲ୍ଲାପାଳ କ୍ଷମତା ଅପବ୍ୟବହାର କରି ଆଦିବାସୀଙ୍କ ଘର ଭାଙ୍ଗିବା ସରପଞ୍ଚଙ୍କୁ ମହଙ୍ଗା ପଡ଼ିଲା। ପ୍ରଥମେ ବନ୍ଧା ହେବା ପରେ ଏବେ ନିଲମ୍ବିତ ହେଲେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟା ପଞ୍ଚାୟତ ସରପଞ୍ଚ ହେମକାନ୍ତି ମୁଣ୍ଡା। ହେମକାନ୍ତିଙ୍କୁ ନିଲମ୍ବନ କରିଛି ପଞ୍ଚାୟତିରାଜ ବିଭାଗ । ଜିଲ୍ଲା ପ୍ରଶାସନର ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ସୂଚନାଯୋଗ୍ୟ, ସରପଞ୍ଚ ହେମକାନ୍ତି ମୁଣ୍ଡା ଜିଲ୍ଲାପାଳ କ୍ଷମତାର ଅପବ୍ୟବହାର କରି ଛଅ ଆଦିବାସୀ ପରିବାରଙ୍କୁ ମିଳିଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘରକୁ ବୁଲଡୋଜର ଚଢାଇ ମାଟିରେ ମିଶାଇ ଦେଇଥିଲେ । ଏ ଘଟଣା ପରେ ଲୋଇସିଂହା ଥାନାରେ ସଂପୃକ୍ତ ସରପଞ୍ଚଙ୍କ ବିରୋଧରେ ଏତଲା ଦାଏର ହୋଇଥିଲା। ଏହାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ସରପଞ୍ଚ ହେମକାନ୍ତି ମୁଣ୍ଡା ଓ ତାଙ୍କ ସ୍ୱାମୀମୋହନ ମୁଣ୍ଡାଙ୍କୁ ଗିରଫ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.