Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁକାଶ୍ମୀର ପାଇଁ 1350 କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା
ଆଜିର ଖବର

ଜମ୍ମୁକାଶ୍ମୀର ପାଇଁ 1350 କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା

September 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Manoj Sinha to take oath as new LG of Jammu and Kashmir on Friday Read more at: https://www.deccanherald.com/national/north-and-central/manoj-sinha-to-take-oath-as-new-lg-of-jammu-and-kashmir-on-friday-870214.html

ଜମ୍ମୁକାଶ୍ମୀର : ଜମ୍ମୁ କାଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଜମ୍ମୁ କାଶ୍ମୀର ପାଇଁ 1350 କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି । ପ୍ରଧାମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ ଅଭିଯାନକୁ ଆଗେଇ ନେବା ପାଇଁ ଏହି ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି । ଆର୍ଥିକ ସଙ୍କଟ ଦେଇ ଗତିକରୁଥିବା ରାଜ୍ୟର ବ୍ୟବସାୟୀଙ୍କ ପାଇଁ ଏହି ପ୍ୟାକେଜ ଘୋଷଣା କରିଛନ୍ତି । ବ୍ୟବସାୟୀମାନଙ୍କ କାରବାରକୁ ସୁଗମ କରିବା ପାଇଁ ଏହା ଆତ୍ମନିର୍ଭର ଭାରତର ଏବଂ ଆମେ ନେଇଥିବା ଅନ୍ୟାନ୍ୟ ପଦକ୍ଷେପ ମଧ୍ୟରୁ ଅନ୍ୟତମ ବୋଲି ସେ କହିଛନ୍ତି ।

ଏହା ବ୍ୟତୀତ ଗୋଟିଏ ବର୍ଷ ପାଇଁ ବିଦ୍ୟୁତ୍-ଜଳ ବିଲ୍ ଉପରେ 50 ପ୍ରତିଶତ ଛାଡ ନେଇ ଉପରାଜ୍ୟପାଳ ମଧ୍ୟ ଘୋଷଣା କରିଛନ୍ତି। ସେ କହିଛନ୍ତି, ‘ଗୋଟିଏ ବର୍ଷ ପାଇଁ ବିଦ୍ୟୁତ୍ ଏବଂ ଜଳ ବିଲରେ 50 ପ୍ରତିଶତ ରିଆତି ଦିଆଯିବ। ଋଣ ନେଇଥିବା ସମସ୍ତ ବ୍ୟକ୍ତିଙ୍କ କ୍ଷେତ୍ରରେ ଷ୍ଟାମ୍ପ ଡ୍ୟୁଟିରେ ଛାଡକୁ ମାର୍ଚ୍ଚ 2021 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଭଲ ମୂଲ୍ୟ ନିର୍ଦ୍ଧାରଣ ପରିଶୋଧ ବିକଳ୍ପ ସହିତ ପର୍ଯ୍ୟଟନ କ୍ଷେତ୍ରର ଲୋକଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ଜାମ୍ମୁ କାଶ୍ମୀର ବ୍ୟାଙ୍କ ଦ୍ୱାରା ଏକ କଷ୍ଟମ୍ ସ୍ୱାସ୍ଥ୍ୟ-ପର୍ଯ୍ୟଟନ ଯୋଜନା ସ୍ଥାପନ କରାଯିବ ବୋଲି ସୂଚନା ଦେଇଛନ୍ତି ଉପରାଜ୍ୟପାଳ ।

Share. Facebook Twitter LinkedIn Email WhatsApp Copy Link

Related Posts

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026
Latest News

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.