Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାରି ଫୁଟ୍‌ ମୂର୍ତ୍ତି ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ସିପି :  ଯିଏ ନିର୍ଦ୍ଦେଶ ଗ୍ରହଣ କରିବେନି, ହାଇକୋର୍ଟ ଯିବେ
ଆଜିର ଖବର

ଚାରି ଫୁଟ୍‌ ମୂର୍ତ୍ତି ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ସିପି :  ଯିଏ ନିର୍ଦ୍ଦେଶ ଗ୍ରହଣ କରିବେନି, ହାଇକୋର୍ଟ ଯିବେ

September 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  ମୂର୍ତ୍ତିର ଉଚ୍ଚତାକୁ ନେଇ ଚାଲିଥିବା ବିବାଦ ପ୍ରସଙ୍ଗରେ ପୋଲିସ କମିଶନର ପ୍ରତିକ୍ରିୟା ଦେଇଛନ୍ତି । ଆବେଦନ ଉପରେ ନିଷ୍ପତ୍ତି ନେବାକୁ କୋର୍ଟ କମିଶନରଙ୍କୁ ଦାୟିତ୍ୱ ଦେଇଥିଲେ । ଉଭୟ ପକ୍ଷର ତଥ୍ୟ ଦେଖି ପୋଲିସ କମିଶନର ନିଷ୍ପତ୍ତି ନେଇଛନ୍ତି । ପୂଜା ସଂପର୍କରେ ଯାହା ନିଷ୍ପତ୍ତି ଦେବା କଥା ସେ ଦେଇସାରିଛନ୍ତି ବୋଲି କହିଛନ୍ତି କମିଶନର । ତେଣୁ  ତାଙ୍କ ନିର୍ଦ୍ଦେଶକୁ ଯିଏ ଗ୍ରହଣ ନ କରିବେ, ସେମାନେ ହାଇକୋର୍ଟ ଯିବେ । ତା ପରେ କୋର୍ଟ ଯାହା ନିଷ୍ପତ୍ତି ନେବେ ତାହା ସର୍ବମାନ୍ୟ ହେବ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ଚଳିତ ପୂଜାକୁ ଆଖି ଆଗରେ ରଖି ରାଜ୍ୟ ସରକାରଙ୍କ ତରଫରୁ ପୂଜା ଗାଇଡଲାଇନ୍‌ ଜାରି ହୋଇଥିଲା । ଏହି ଗାଇଡଲାଇନ୍‌ ଅନୁଯାୟୀ ମୂର୍ତ୍ତିର ଉଚ୍ଚତାକୁ 4 ଫୁଟ୍‌ ରଖିବା ସହ ପୂଜା ମଣ୍ଡପ ତିନି ପାଶ୍ୱର୍ରୁ ସମ୍ପୂର୍ଣ୍ଣ ବନ୍ଦ ଓ ଚତୁର୍ଥ ପାଶ୍ୱର୍ ଆଂଶିକ ବନ୍ଦ ରହିବା ପାଇଁ ନିୟମ ରହିଛି । ଏହି ନିୟମକୁ ବିରୋଧ କରି କିଛି ପୂଜା କମିଟି ହାଇକୋର୍ଟରେ ଆବେଦନ ମଧ୍ୟ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026

ପୁରୀ ରେଳ ଷ୍ଟେସନରେ ନିରାପତ୍ତା ସମ୍ବନ୍ଧୀୟ ର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

June 14, 2026

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026
Latest News

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026

ପୁରୀ ରେଳ ଷ୍ଟେସନରେ ନିରାପତ୍ତା ସମ୍ବନ୍ଧୀୟ ର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

June 14, 2026

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.