Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 4330 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରୁ ଆଜି 4330 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

September 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି  4 ହଜାର 330କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 2556ଜଣ ଚିହ୍ନଟ ହୋଇଥିବାବେଳେ 1774ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  1 ଲକ୍ଷ 79ହଜାର880କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 37 ହଜାର469ଜଣ । ସେହିପରି ସୁସ୍ଥ ହୋଇଛନ୍ତି 1 ଲକ୍ଷ 41ହଜାର 657ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 682ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 4ହଜାର 330ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 644ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 176, ବାଲେଶ୍ବରରୁ 121, ବରଗଡରୁ 99, ଭଦ୍ରକରୁ 74, ବଲାଙ୍ଗିରରୁ 79, ବୌଦ୍ଧରୁ 47, କଟକରୁ 549, ଦେବଗଡରୁ 12, ଢେଙ୍କାନାଳରୁ 67, ଗଜପତିରୁ 16, ଗଞ୍ଜାମରୁ 51, ଜଗତସିଂହପୁରରୁ 167, ଯାଜପୁରରୁ 158, ଝାରସୁଗୁଡାରୁ 153, କଳାହାଣ୍ଡିରୁ 100, କନ୍ଧମାଳରୁ 178, କେନ୍ଦ୍ରାପଡାରୁ 107, କେଉଁଝରରୁ 118, କୋରାପୁଟରୁ 94, ମାଲକାନଗିରିରୁ 63, ମୟୂରଭଞ୍ଜରୁ 152, ନବରଙ୍ଗପୁରରୁ 133, ନୟାଗଡରୁ 53, ନୂଆପଡାରୁ 62, ପୁରୀରୁ 292, ରାୟଗଡାରୁ 85,  ସମ୍ବଲପୁରରୁ 107, ସୋନପୁରରୁ 25, ସୁନ୍ଦରଗଡରୁ 123ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ 225ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

corona cuttack khurdha
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026
Latest News

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.