Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସଭାରେ କୃଷି ବିଲକୁ ବିରୋଧ କଲା ବିଜେଡି, କହିଲା କ୍ଷୁଦ୍ର ଏବଂ ନାମମାତ୍ର ଚାଷିଙ୍କ ପାଇଁ କିଛି ନାହିଁ
ଆଜିର ଖବର

ରାଜ୍ୟସଭାରେ କୃଷି ବିଲକୁ ବିରୋଧ କଲା ବିଜେଡି, କହିଲା କ୍ଷୁଦ୍ର ଏବଂ ନାମମାତ୍ର ଚାଷିଙ୍କ ପାଇଁ କିଛି ନାହିଁ

September 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସଭାରେ କୃଷି ବିଲକୁ ବିରୋଧ କଲା ବିଜେଡି, କହିଲା କ୍ଷୁଦ୍ର ଏବଂ ନାମମାତ୍ର ଚାଷିଙ୍କ ପାଇଁ କିଛି ନାହିଁ

ଭୁବନେଶ୍ବର, ଆଜି ରାଜ୍ୟସଭାରେ କୃଷି ବିଲକୁ ବିରୋଧ କରିଛି ବିଜୁ ଜନତା ଦଳ। ବିଜେଡି ସାଂସଦ ଅମର ପଟ୍ଟନାୟକ ଆଜି ରାଜ୍ୟସଭାରେ କହିଛନ୍ତି ଯେ, ସରକାର ଏହି ବିଲକୁ ସିଲେକ୍ଟ କମିଟ ପଠାଇ କିଛି ପରିବର୍ତ୍ତନ କରନ୍ତୁ। ସେ କହିଛନ୍ତି ଯେ, ଏହି ବିଲରେ କ୍ଷୁଦ୍ର ଏବଂ ନାମମାତ୍ର ଚାଷିଙ୍କ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ।

ବର୍ତ୍ତମାନ ଏହି ବିଲରେ ଯାହା ରହିଛି ତାହା ଏହି ଚାଷିଙ୍କ ସୁରକ୍ଷା ଓ ଆର୍ଥିକ ଦୃଷ୍ଟିରୁ ପର୍ଯ୍ୟାପ୍ତ ହେବ ନାହିଁ। ସେଥିପାଇଁ ସରକାର ବିଲରେ କିଛି ପରିବର୍ତ୍ତନ ପାଇଁ ସିଲେକ୍ଟ କମିଟକୁ ପଠାନ୍ତୁ। ଏହି କାରଣରୁ ବିଜେଡି ଏହି ବିଲକୁ ବିରୋଧ କରୁଛି ବୋଲି ଗୃହକୁ ଅବଗତ କରାଇଥିଲେ ଅମର। ଅମର ଏହି ବିଲ ସଂପର୍କରେ ପ୍ରାୟ ଆଠ ମିନଟ ଧରି ତାଙ୍କର ବକ୍ତବ୍ୟ ରଖିଥିଲେ।

ନିକଟରେ ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ଏନଡିଏକୁ ବିଜେଡି ସହଯୋଗ କରିଥିଲା। ହେଲେ ଏବେ କୃଷି ବିଲକୁ ବିରୋଧ କରିବା ନେଇ ରାଜନୈତିକ ମହଲ ଏହାକୁ ଭିନ୍ନ ଦୃଷ୍ଟିରେ ଦେଖିଛି।

କୃଷି ବିଲ ଡ ଅମର ପଟ୍ଟନାୟକ ବିଜୁ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଏସୀୟ କ୍ରୀଡ଼ା: ଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ, ଜାଣନ୍ତୁ କେବେ?

September 21, 2026

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026
Latest News

୨୦୨୬ ଏସୀୟ କ୍ରୀଡ଼ା: ଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ, ଜାଣନ୍ତୁ କେବେ?

September 21, 2026

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.