Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 325 ଆକ୍ରାନ୍ତ ଚିହ୍ନଟ, 384 ସୁସ୍ଥ
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 325 ଆକ୍ରାନ୍ତ ଚିହ୍ନଟ, 384 ସୁସ୍ଥ

September 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 305 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 305 ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ 90 ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ୍‌ କେସ୍‌ 218ଟି ରହିଛି ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

Image

କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା 107 ଜଣଙ୍କ ମଧ୍ୟରେ ସିଆରପିଏଫ୍‌ କ୍ୟାମ୍ପସ୍‌ରୁ 20 ଜଣ, ପାତ୍ରପଡାରୁ 7ଜଣ, ନୟାପଲ୍ଲୀରୁ 4 ଜଣ ରହିଛନ୍ତି ।

Image

218 ଲୋକାଲ କଣ୍ଟାକ୍ଟ କେସ୍‌ ମଧ୍ୟରୁ ସିଆରପିଏଫ୍‌ କ୍ୟାମ୍ପସ୍‌ରୁ 18 ଜଣ ରହିଥିବାବେଳେ ଡୁମୁଡୁମାରୁ 6 ଜଣ ରହିଛନ୍ତି, ଘରୋଇ ହସ୍ପିଟାଲର 5 ଜଣ କର୍ମଚାରୀ ରହିଥିବାବେଳେ ପାତ୍ରପଡାରୁ 11 ଜଣ ରହିଥିବାବେଳେ ଶୈଳଶ୍ରୀ ବିହାରରୁ 5ଜଣ ରହିଛନ୍ତି ।

Image

ସେହିପରି ଆଜି ରାଜଧାନୀ ଭୁବନେଶ୍ବରରୁ 384 ଜଣ ସୁସ୍ଥ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 18 ହଜାର 592ରେ ପହଞ୍ଚିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 14 ହଜାର 436ରେ ପହଞ୍ଚିଛି । ସେହିପରି ରାଜଧାନୀ ଭୁବନେଶ୍ବରରୁ 68ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା ସକ୍ରିୟ ଆକ୍ରାନ୍ତ ରହିଛନ୍ତି 4 ହଜାର 74ଜଣ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ

September 5, 2026

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026

ରେଢ଼ାଖୋଲରେ ନାବାଳିକାକୁ ଦୁଷ୍କର୍ମ: ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ

September 5, 2026
Latest News

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ଇଞ୍ଜିନିୟରିଂ ଛାତ୍ର ମୃତ

September 5, 2026

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ନେପାଳ ପ୍ରଳୟଙ୍କରୀ ବନ୍ୟା: ଏବେବି ନିଖୋଜ ୨୭୫ ଭାରତୀୟ

September 5, 2026

ମହିଳା ଏସିଆ କପ୍: ଆଜି ଭାରତ-ପାକିସ୍ତାନ ମହାଲଢ଼େଇ

September 5, 2026

ଭାରତୀୟ କ୍ରିକେଟରଙ୍କ ଫିଟନେସ୍ ଟେଷ୍ଟ ଆରମ୍ଭ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.