Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ୍‌ ସଂକ୍ରମିତଙ୍କ ସହ ମିଠା କଥା ହୁଅ : ନବୀନ ପଟ୍ଟନାୟକ
ଆଜିର ଖବର

କୋଭିଡ୍‌ ସଂକ୍ରମିତଙ୍କ ସହ ମିଠା କଥା ହୁଅ : ନବୀନ ପଟ୍ଟନାୟକ

September 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ସହ ଚାଲିଥିବା ଯୁଦ୍ଧକୁ ଯଦି ସମେସ୍ତ ଏକ ହୋଇ ଲଢିବା ତେବେ ଏହି ଯୁଦ୍ଧ ସହଜ ହେବ । କୋଭିଡ୍‌ ସଂକ୍ରମିତଙ୍କ ସହ ଉତ୍ତମ ବ୍ୟବହାର ଓ କେଇପଦ ମିଠା କଥା କହିଲେ ସେମାନଙ୍କ କଷ୍ଟ ଲାଘବ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କରୋନା ବିରୋଧରେ ଆମକୁ ମିଳିତ ହୋଇ ଲଢ଼ିବାକୁ ପଡ଼ିବ ଏବଂ କୋଭିଡ ରୋଗୀଙ୍କୁ ମିଠା କଥା କହି ସେମାନଙ୍କ କଷ୍ଟ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି । ମିଠା କଥା କହିଲେ କୋଭିଡ ରୋଗୀଙ୍କ କଷ୍ଟ ଲାଘବ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଯେଉଁମାନେ କରୋନାରେ ପୀଡ଼ିତ ହୋଇଛନ୍ତି, ବହୁତ କଷ୍ଟ ସହୁଛନ୍ତି । ଆମେମାନେ ତାଙ୍କୁ ସାହସ ଦେବା ଦରକାର । ତାଙ୍କ ସହ ମିଠା କଥା ହେବା । ସେମାନେ ଚିକିତ୍ସିତ ହେବାକୁ ଯିବାବେଳେ ହସିବା ସହିତ ଥମ୍ପସପ୍‌ ଦେଖାଇବା, ସେମାନେ ସୁସ୍ଥ ହୋଇ ଫେରିଲେ ତାଳି ମାରି ସ୍ବାଗତ କରିବା ।  କରୋନା ଆକ୍ରାନ୍ତଙ୍କ ମନୋବଳ ଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଏହି ବାର୍ତ୍ତା ଦେଇଛନ୍ତି ।ତେଣୁ ସେମାନଙ୍କୁ ନିଜର କରିବା ସହ କୋଭିଡ ଯୁଦ୍ଧକୁ ଦୃଢ଼ତାର ସହ ଲଢ଼ିବାକୁ ହେବ । ଅପରପକ୍ଷରେ ରାଜ୍ୟ ସରକାର କୋଭିଡ୍‌-19 ସମ୍ପର୍କିତ ପ୍ରଶ୍ନର ଉତ୍ତର ଦେବାକୁ ଏକ ହ୍ୱାଟସ୍ ଆପ୍ ନମ୍ବର 9937564066 ଜାରି କରିଛନ୍ତି । ଏହି ନମ୍ବର ମାଧ୍ୟମରେ ବିଶିଷ୍ଟ ଡାକ୍ତରମାନଙ୍କୁ କୋଭିଡ ସମ୍ପର୍କିତ ପ୍ରଶ୍ନ ପଚାରି ମତାମତ ନେଇ ହେବ ।

covid-19 naveenpattanaik
Share. Facebook Twitter LinkedIn Email WhatsApp Copy Link

Related Posts

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026
Latest News

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.