Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଜଗତପୁର ସଦ୍‌ଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ଫାୟାର ସେଫ୍ଟି ଲାଇସେନ୍ସ ନଥିଲା
ଆଜିର ଖବର

କଟକ ଜଗତପୁର ସଦ୍‌ଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ଫାୟାର ସେଫ୍ଟି ଲାଇସେନ୍ସ ନଥିଲା

September 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: କଟକ ଜଗତପୁର ସଦ୍‌ଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ଚିଫ୍ ଫାୟାର ଅଫିସର ସୁକାନ୍ତ ସେଠୀ। ସଦଗୁରୁ ହସ୍ପିଟାଲର ଫାୟାର ସେଫ୍ଟି ଲାଇସେନ୍ସ ନଥିଲା । ସଦଗୁରୁ ହସ୍ପିଟାଲକୁ ଫାୟାର ଲାଇସେନ୍ସ ଦିଆଯାଇନାହିଁ। ଲାଇସେନ୍ସ ମିଳିବା ନେଇ ସେମାନଙ୍କର କିଛି ଅସୁବିଧା ରହିଥିଲା । ଇନ୍ସପେକ୍ସନ କରାଯାଇଥିଲା, ଅସୁବିଧା ଦୂର ପାଇଁ କୁହାଯାଇଥିଲା । ଆବଶ୍ୟକ ବ୍ୟବସ୍ଥା କରିବାକୁ ହସ୍ପିଟାଲକୁ ନୋଟିସ କରାଯାଇଥିଲା। ବ୍ୟବସ୍ଥା କରିପାରିନଥିବାରୁ ଲାଇସେନ୍ସ ଦିଆଯାଇନାହିଁ। ତେବେ ଆଜି ସେମାନଙ୍କର ଅଗ୍ନି ନିରାପତ୍ତା ବ୍ୟବସ୍ଥା କାମ କରିଥିଲା । ନିରାପତ୍ତା ବ୍ୟବସ୍ଥା କାମ କରିବାରୁ ନିଆଁ ବେଶି ବ୍ୟାପିନଥିଲା।

ସୂଚନାଯୋଗ୍ୟ, କୋଭିଡ୍‌ ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଥିଲା । ଏହି ହସ୍ପିଟାଲରେ ଥିବା ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଅବସ୍ଥାରେ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଅପରପକ୍ଷରେ ହସ୍ପିଟାଲରେ ନିଆଁ ଲାଗିନି । ଏସିରୁ ଧୂଆଁ ବାହାରିଥିବାର କହିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ ।

Share. Facebook Twitter LinkedIn Email WhatsApp Copy Link

Related Posts

ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

October 8, 2025

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025
Latest News

ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

October 8, 2025

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିହାରରେ ରାଜନୈତିକ ହଲଚଲ ବୃଦ୍ଧି: ଜରୁରୀକାଳୀନ ବୈଠକ ଡାକିଲା ଚିରାଗ ପାସୱାନଙ୍କ ଦଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.