Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେନିଂ ବିମାନ ଦୁର୍ଘଟଣା ଗସ୍ତ; ପାଇଲଟ ମୃତ
ଆଜିର ଖବର

ଟ୍ରେନିଂ ବିମାନ ଦୁର୍ଘଟଣା ଗସ୍ତ; ପାଇଲଟ ମୃତ

September 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଆଜମଗଡ଼ ଜିଲ୍ଲା ଖୈରୁଦ୍ଦିନପୁର ଅଞ୍ଚଳରେ ଏକ ଟ୍ରେନିଂ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପାଇଲଟ୍‌ଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ବିମାନରେ ଚାରିଜଣ ରହିଥିବାର ସୂଚନା ରହିଛି ।  ଏହି ବିମାନଟି ଆକାଶରେ ଉଡୁଥିବା ସମୟରେ ପୂର୍ବାହ୍ନ ପ୍ରାୟ 11.20 ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନଟି ହଠାତ୍ ଖସି ତଳେ ପଡ଼ିଯାଇଥିଲା।ତଳେ ପଡିବା ପରେ ବିମାନଟି ଭାଙ୍ଗି ଖଣ୍ଡ ଖଣ୍ଡ ହୋଇଯାଇଥିବା ଦେଖିବାକୁ ମିଳିଛି। ଏହି ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଅନ୍ୟ ଦୁଇଜଣ ପାରାଚ୍ୟୁଟ୍‌ ସହାୟତାରେ ବିମାନରୁ ବାହାରି ଆସିଥିଲେ । ମୃତକ ପାଇଲଟ୍‌ ଜଣକ କୋଣାର୍କ ସରନ୍‌ ବୋଲି ସୂଚନା ରହିଛି । ତେବେ ଟ୍ରେନିଂ ବିମାନଟି କିପରି ଦୁର୍ଘଟଣାଗ୍ରସ୍ତ ହେଲା, ତା’ର ଯାଞ୍ଚ ଜାରି ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Latest News

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.