Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ସୁସ୍ଥ ହେଲେ ୩ ହଜାର ୭୦୪ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ୩ ହଜାର ୭୦୪ ଜଣ କରୋନା ଆକ୍ରାନ୍ତ

September 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୭୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୯୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ପୁରୀରୁ ୨୫୬, ଝାରସୁଗୁଡାରୁ ୧୫୧, କେନ୍ଦ୍ରାପଡାରୁ ୧୪୭, ବଲାଙ୍ଗିରିରୁ ୧୩୬, ସୁନ୍ଦରଗଡରୁ ୧୩୬, ବରଗଡରୁ ୧୩୨, ମୟୂରଭଞ୍ଜରୁ ୧୨୦, ନବରଙ୍ଗପୁରରୁ ୧୨୦, ଯାଜପୁରରୁ ୧୧୩, ସମ୍ବଲପୁରରୁ ୧୧୧, କୋରାପୁଟରୁ ୯୯, ରାୟଗଡାରୁ ୯୮, ଜଗତସିଂହପୁରରୁ ୯୦, କନ୍ଧମାଳରୁ ୮୫, ଭଦ୍ରକରୁ ୭୬, ବାଲେଶ୍ବରରୁ ୭୩, କେନ୍ଦୁଝରରୁ ୭୨, ସୋନପୁରରୁ ୬୫, ଗଞ୍ଜାମରୁ ୫୫, ବୌଦ୍ଧରୁ ୫୧, ଢେଙ୍କାନାଳରୁ ୩୯, ନୟାଗଡରୁ ୩୬, କଳାହାଣ୍ଡିରୁ ୩୪, ମାଲକାନଗିରିରୁ ୨୭, ଦେବଗଡରୁ ୨୩, ଅନୁଗୁଳରୁ ୨୨, ଗଜପତିରୁ ୨୨, ନୂଆପଡାରୁ ୧୧ ଏବଂ ଷ୍ଟେଟ ପୁଲରୁ ୧୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ସୁସ୍ଥ ସଂଖ୍ୟା ୧ ଲକ୍ଷ ୪୯ ହଜାର ୩୭୯ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ୧୨୨ ଜଣ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୩୩ ହଜାର ୯୮୦ ଜଣ ଏବଂ ୭୧୦ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

corona update covid patient discharged Odisha recovered
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.