Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟର ୩୦ ଜିଲ୍ଲାରୁ ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ଆଜି ରାଜ୍ୟର ୩୦ ଜିଲ୍ଲାରୁ ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

September 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୨୩୭  ମଧ୍ୟରୁ କ୍ଵାରେଣ୍ଟିନରୁ ୨୪୮୫ ଏବଂ ୧୭୫୨ ଜଣ ସ୍ଥାନୀୟ ସଂକ୍ରମଣ। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୨ ହଜାର ୫୪୮ କୁ ବୃଦ୍ଧି ହୋଇଛି। ତେବେ କୋରୋନରୁ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୩ ହଜାର ୨୧୩ ରହିଥିବା ବେଳେ ସକ୍ରିୟ ମାମଲା ରହିଛି ୩୮ ହଜାର ୫୪୬ ଏବଂ କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୨୧।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୭ ଜଣ ଚିହ୍ନଟ ହୋଇଥିଲା ବେଳେ କଟକରୁ ୫୭୭, ପୁରୀରୁ ୨୧୯, ଝାରସୁଗୁଡାରୁ ୨୦୫, ଯାଜପୁରରୁ ୨୦୧, ଅନୁଗୁଳରୁ ୧୧୦ , ବାଲେଶ୍ବରରୁ ୧୬୧, ଭଦ୍ରକରୁ ୧୩୬, ବଲାଙ୍ଗିରିରୁ ୬୭, ବୌଦ୍ଧରୁ ୪୩, ଦେବଗଡରୁ ୨୨, ଢେଙ୍କାନାଳରୁ ୭୦, ଗଜପତିରୁ ୪୨, ଗଞ୍ଜାମରୁ ୭୧, ଜଗତସିଂହପୁରରୁ ୧୭୩, କଳାହାଣ୍ଡିରୁ ୫୭, କନ୍ଧମାଳରୁ ୫୫, କେନ୍ଦ୍ରାପଡାରୁ ୧୪୮, କେନ୍ଦୁଝରରୁ ୪୨, କୋରାପୁଟରୁ ୮୯, ମାଲକାନଗିରିରୁ ୪୪, ମୟୂରଭଞ୍ଜରୁ ୧୩୯, ନବରଙ୍ଗପୁରରୁ ୭୦, ନୂଆପଡାରୁ ୧୧୫, ରାୟଗଡାରୁ ୫୧, ସମ୍ବଲପୁରରୁ ୧୧୧, ସୋନପୁରରୁ ୧୩୧, ସୁନ୍ଦରଗଡରୁ ୧୦୧ ଏବମ ଷ୍ଟେଟ ପୁଲରୁ ୧୬୯ ଜଣ ଚିହ୍ନଟ ହୋଇଛନ୍ତି।

corona odisha
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.