Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୫ କରୋନା ଆକ୍ରାନ୍ତ
ଆଜିର ଖବର

ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୫ କରୋନା ଆକ୍ରାନ୍ତ

September 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୫ ଜଣଙ୍କ କରୋନାରେ ପ୍ରାଣହାନୀ ଘଟିଛି।  ତେବେ କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୩୬କୁ ବୃଦ୍ଧି ହୋଇଛି। ଭୁବନେଶ୍ବରରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସେହିପରି ନୟାଗଡ, ନୂଆପଡା, କଟକ, ବାଲେଶ୍ଵର, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଭୁବନେଶ୍ବରରୁ ମୃତ୍ୟୁବରଣ କରିଥିବା ଚାରି ଜଣ ଆକ୍ରାନ୍ତ ହେଉଛନ୍ତି ପୁରୁଷ। ସେମାନଙ୍କ ବୟସ ଯଥାକ୍ରମେ ୭୦, ୬୨, ୪୨ ଏବଂ ୩୫। ମୟୂରଭଞ୍ଜର ୨ ଜଣ ମୃତକ ହେଉଛନ୍ତି ପୁରୁଷ। ସେମାନଙ୍କ ବୟସ ଯଥାକ୍ରମେ ୭୪ ଓ ୬୩। ପୁରୀର ଦୁଇ ଜଣ ମୃତକ ହେଉଛନ୍ତି ପୁରୁଷ। ସେମାନଙ୍କ ବୟସ ହେଉଛି ଯଥାକ୍ରମେ ୭୨ ଓ ୭୦। ନୟାଗଡରେ ଜଣେ ୭୨ ବର୍ଷୀୟ ପୁରୁଷ, ନୂଆପଡ଼ାର ଜଣେ ୩୭ ବର୍ଷୀୟ ପୁରୁଷ, କଟକର ୬୭ ବର୍ଷୀୟ ପୁରୁଷ, ଢେଙ୍କାନାଳର ୭୨ ପୁରୁଷ, କନ୍ଧମାଳର ୭୫ ବର୍ଷୀୟ, ମାଲକାନଗିରିର ଜଣେ ୪୧ ବର୍ଷୀୟ ପୁରୁଷ ଓ ବାଲେଶ୍ବରରୁ ଜଣେ ୫୧ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି।

corona death covid-19 Odisha
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.