Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗର ନିଷ୍ପତ୍ତି: ରାଜ୍ୟରେ ବଢିଲା ବିଦ୍ୟୁତ ଦର
ଆଜିର ଖବର

ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗର ନିଷ୍ପତ୍ତି: ରାଜ୍ୟରେ ବଢିଲା ବିଦ୍ୟୁତ ଦର

September 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶକ୍ତି କ୍ଷେତ୍ର
ଶକ୍ତି କ୍ଷେତ୍ରରେ ଭାରତର ଐତିହାସିକ ମାଇଲଖୁଣ୍ଟ: ୫୦୦ ଗିଗାୱାଟ ଅତିକ୍ରମ କଲା ମୋଟ ବିଦ୍ୟୁତ୍‍ ଉତ୍ପାଦନ

ଭୁବନେଶ୍ଵର: ଆଜି ରାଜ୍ୟରେ ବିଦ୍ୟୁତ ଦର ବଢିଥିବା ନେଇ ଘୋଷଣା କରିଛି ବିଦ୍ୟୁତ ନିୟାମକ ଆୟୋଗ। ଆସନ୍ତା ଅକ୍ଟୋବର ମାସରୁ ବିଦ୍ୟୁତ ଦର ବଢିବା ନେଇ ନିଷ୍ପତ୍ତି ନେଇଛି ଓଇଆରସି। ୟୁନିଟ ପିଛା ୨୦ ପଇସା ବୃଦ୍ଧି ହୋଇଥିବା ନେଇ ସୂଚନା ରହିଛି। ୫୦ ୟୁନିଟ ପର୍ଯ୍ୟନ୍ତ ଦର ୨ ଟଙ୍କା ୭୦ ପଇସାକୁ ବୃଦ୍ଧି ହୋଇଥିବା ବେଳେ ୧୦୦ ୟୁନିଟ ପର୍ଯ୍ୟନ୍ତ ୩ ଟଙ୍କା ୬୦ ପଇସା, ୨୦୦ ୟୁନିଟ ପର୍ଯ୍ୟନ୍ତ ୪ ଟଙ୍କା ୦୫ ପଇସା, ୪ ଶହ ୟୁନିଟ ପର୍ଯ୍ୟନ୍ତ ୪ ଟଙ୍କା ୫୩ ପଇସା, ୪ ଶହ ଯାଏଁ ୪ ଟଙ୍କା ୭୮ ପଇସା, ୫ ଶହ ଯାଏଁ ୫ ଟଙ୍କାକୁ ବୃଦ୍ଧି କରାଯିବା ନେଇ ନିଷ୍ପତ୍ତି ନେଇଛି ଓଇଆରସି। ତେବେ କୃଷି କ୍ଷେତ୍ର ଏବଂ କୁଟୀର ଜ୍ୟୋତି ଗ୍ରାହକମାନଙ୍କୁ ଏହି ବର୍ଦ୍ଧିତ ଦରରୁ ବାଦ ଦିଆଯାଇଥିବା ଜଣାପଡିଛି।

Odisha oerc
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.