Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୪ ହଜାର ୦୫୨ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୪ ହଜାର ୦୫୨ ଜଣ କରୋନା ଆକ୍ରାନ୍ତ

September 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୪ ହଜାର ୦୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୧୬ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ସୁନ୍ଦରଗଡରୁ ୧୮୨, ପୁରୀରୁ ୧୮୧, ଜଗତସିଂହପୁର ୧୬୪, ଯାଜପୁରରୁ ୧୫୨, ଝାରସୁଗୁଡାରୁ ୧୫୦, ରାୟଗଡାରୁ ୧୪୬, ମୟୂରଭଞ୍ଜରୁ ୧୩୮, କେନ୍ଦ୍ରାପଡାରୁ ୧୨୯, ସମ୍ବଲପୁରରୁ ୧୨୮, ସୋନପୁରରୁ ୧୨୬, ଅନୁଗୁଳରୁ ୧୨୨, ନୂଆପଡାରୁ ୧୨୧, ବାଲେଶ୍ବରରୁ ୧୧୧, ନବରଙ୍ଗପୁରରୁ ୧୦୧, ବରଗଡରୁ ୯୭, କୋରାପୁଟରୁ ୯୧, କେନ୍ଦୁଝରରୁ ୮୩, କଳାହାଣ୍ଡିରୁ ୭୯, କନ୍ଧମାଳରୁ ୭୨, ଢେଙ୍କାନାଳରୁ ୭୧, ଭଦ୍ରକରୁ ୬୫, ଗଞ୍ଜାମରୁ ୫୫, ନୟାଗଡରୁ ୪୫, ବଲାଙ୍ଗିରିରୁ ୪୪, ମାଲକାନଗିରିରୁ ୩୬, ଦେବଗଡରୁ ୨୦, ବୌଦ୍ଧରୁ ୧୭, ଗଜପତିରୁ ୧୫ ଏବଂ ଷ୍ଟେଟ ପୁଲରୁ ୨୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ସୁସ୍ଥ ସଂଖ୍ୟା ୧ ଲକ୍ଷ ୫୭ ହଜାର ୨୬୫ କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୨ ହଜାର ୫୪୮ ଜଣ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୩୪ ହଜାର ୪୯୪ ଜଣ ଏବଂ ୭୩୬ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।

ଓଡିଶା କରୋନା ଅପଡେଟ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

‘ଦି ଭଏସ୍: କନକ୍ଲେଭ୍ ଅଫ୍ ଆଇଡିଆଜ୍’ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

May 24, 2026

“ଭାରତ ନେଟ୍ ପରିଯୋଜନା” ଫେଜ୍-୩ ର ପ୍ରଗତି ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ସମୀକ୍ଷା

May 24, 2026
Latest News

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

CJP କୁ ନେଇ ପ୍ରଶାନ୍ତ କିଶୋର କଣ କହିଲେ

May 24, 2026

ଭିବି-ଜି ରାମ ଜି ଆଇନ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କଲେ ଗ୍ରାମୀଣ ବିକାଶ ସଚିବ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.