Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ ଟପିଲା : ଆଜି ରାଜ୍ୟରେ ୪୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ ଟପିଲା : ଆଜି ରାଜ୍ୟରେ ୪୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

September 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୪୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୨୦୮  ମଧ୍ୟରୁ କ୍ଵାରେଣ୍ଟିନରୁ ୨୪୬୨ ଏବଂ ୧୭୪୬ଜଣ ସ୍ଥାନୀୟ ସଂକ୍ରମଣ। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୦ ହଜାର୯୬ କୁ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ରହିଛି ୩୯ ହଜାର ୨୩୨ ଏବଂ କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୬୭ କୁ ବୃଦ୍ଧି ହୋଇଛି।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୨୫ ଜଣ ଚିହ୍ନଟ ହୋଇଥିବାବେଳେ କଟକରୁ ୪୬୫, ଅନୁଗୁଳରୁ ୧୯୪ , ବାଲେଶ୍ବରରୁ ୧୧୮, ବରଗଡ ରୁ ୧୧୪,  ଭଦ୍ରକରୁ ୪୮, ବଲାଙ୍ଗିରିରୁ ୭୬, ବୌଦ୍ଧରୁ ୨୯, ଦେବଗଡରୁ ୨୦, ଢେଙ୍କାନାଳରୁ ୬୮, ଗଜପତିରୁ ୧୩, ଗଞ୍ଜାମରୁ ୬୩, ଜଗତସିଂହପୁରରୁ ୧୮୧, ଯାଜପୁରରୁ ୨୩୭, ଝାରସୁଗୁଡାରୁ ୮୧, କଳାହାଣ୍ଡିରୁ ୧୧୬, କନ୍ଧମାଳରୁ ୧୦୨, କେନ୍ଦ୍ରାପଡାରୁ ୧୧୦, କେନ୍ଦୁଝରରୁ ୮୨, କୋରାପୁଟରୁ ୭୨, ମାଲକାନଗିରିରୁ ୬୧, ମୟୂରଭଞ୍ଜରୁ ୧୫୪, ନବରଙ୍ଗପୁରରୁ ୧୩୧, ନୟାଗଡ ରୁ ୫୨, ନୂଆପଡାରୁ ୧୭୫, ପୁରୀରୁ 199, ରାୟଗଡାରୁ ୬୧, ଓ ସମ୍ବଲପୁରରୁ ୧୩୧,  ସୋନପୁରରୁ ୨୬, ସୁନ୍ଦରଗଡରୁ ୮୦ ଏବଂ ଷ୍ଟେଟ ପୁଲରୁ ୨୨୪ଜଣ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ

October 8, 2025
Latest News

ଚଳିତ ଆର୍ଥିକ ବର୍ଷର ପ୍ରଥମାର୍ଦ୍ଧରେ ମାଲ ପରିବହନରେ 11.33% ଅଭିବୃଦ୍ଧି ହାସଲ କଲା ପୂର୍ବତଟ ରେଳ

October 8, 2025

ବିହାରରେ ରାଜନୈତିକ ହଲଚଲ ବୃଦ୍ଧି: ଜରୁରୀକାଳୀନ ବୈଠକ ଡାକିଲା ଚିରାଗ ପାସୱାନଙ୍କ ଦଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.