Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଜିଲା ବିହାର ନିର୍ବାଚନ ବିଗୁଲ୍‌  : ଅକ୍ଟୋବର 28ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ
ଆଜିର ଖବର

ବାଜିଲା ବିହାର ନିର୍ବାଚନ ବିଗୁଲ୍‌  : ଅକ୍ଟୋବର 28ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ

September 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ ତିନୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ବିହାର ନିର୍ବାଚନ । ଅକ୍ଟୋବର 28 ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟର 71ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ । ନଭେମ୍ବର 10 ତାରିଖରେ ନିର୍ବାଚନ ପରିଣାମ ଆସିବ ବୋଲି ସୂଚନା ରହିଛି। ସେହିପରି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର 3 ତାରିଖରେ ଅନୁଷ୍ଠିତ ହେବ। ସେହିପରି ତୃତୀୟ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର 7 ତାରିଖରେ ଅନୁଷ୍ଠିତ ହେବ।

ବିହାରର 243 ସଦସ୍ୟ ବିଶିଷ୍ଟ ବିହାର ବିଧାନସଭାର କାର୍ଯ୍ୟକାଳ ନଭେମ୍ବର 29 ତାରିଖକୁ ଶେଷ ହେବାକୁ ଯାଉଛି । 2015 ମସିହାରେ ନିତିଶ କୁମାରଙ୍କ ଜେଡିୟୁ ପାର୍ଟି ଓ ଆରଜେଡି ପାର୍ଟି ନିର୍ବାଚନ ଲଢିଥିଲେ । ମାତ୍ର ଦୁଇ ବର୍ଷ ପରେ ଏହି ମେଣ୍ଟ ଭାଙ୍ଗି ଯାଇଥିଲା । ଏହା ପରେ ଜେଡିୟୁ ଏବଂ ଭାଜପା ମିଶି ବିହାରରେ ସରକାର ତିଆରି କରିଥିଲେ । ଚଳିତ ଥର ମଧ୍ୟ ବିହାରରେ ଜେଡିୟୁ ଏବଂ ଭାଜାପା ମିଶି ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି । (ଏଜେନ୍ସି)

Bihar Election
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.