Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୈନିକ ସାଢେ 4 ଘଣ୍ଟା  ଚାଲିବ ଗୃହ କାର୍ଯ୍ୟ : ବାଚସ୍ପତି
ଆଜିର ଖବର

ଦୈନିକ ସାଢେ 4 ଘଣ୍ଟା  ଚାଲିବ ଗୃହ କାର୍ଯ୍ୟ : ବାଚସ୍ପତି

September 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବିଧାନସଭା ଅଧିବେଶନ ପାଇଁ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଶେଷରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ, 29 ତାରିଖ ପୂର୍ବାହ୍ନ 11ଟାରୁ ଅଧିବେଶନ ଆରମ୍ଭ ହେବ । ପ୍ରଥମ ଦିନ ଶୋକ ପ୍ରସ୍ତାବ ଉପରେ ଗୃହ ପ୍ରଥମ ସେସନ ମୁଲତବୀ ହେବ । ପ୍ରଥମ ଦିନ ଅପରାହ୍ନ 3ଟାରୁ 5ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ଚାଲିବ । ଅନ୍ୟ ଦିନମାନଙ୍କରେ ସକାଳ10ଟା 30ରୁ ଅପରାହ୍ନ 1ଟା ଏବଂ 3ଟାରୁ 5ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ଅନୁଷ୍ଠିତ ହେବ । ଦୈନିକ ମୋଟ ସାଢେ ଚାରି ଘଣ୍ଟା ବିଧାନସଭା ଗୃହ କାର୍ଯ୍ୟ ଚାଲିବ ବୋଲି ସୂଚନା ଦେଇଛନ୍ତି ବାଚସ୍ପତି । କାଲି ସକାଳ 8ଟାରୁ ବିଧାନସଭା ପରିସରରେ କୋଭିଡ୍‌ ପରୀକ୍ଷା ହେବ । ବିଧାନସଭା କର୍ମଚାରୀ ଓ ବିଧାୟକଙ୍କର କୋଭିଡ୍‌ ଟେଷ୍ଟ ହେବ । ତେବେ ଚଳିତ ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ରହିବ ନାହିଁ । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ କରୋନା କଟକଣା ଭିତରେ କିପରି ଗୃହ ପରିଚାଳନା ହେବ ସେନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି ।

ବାଚସ୍ପତି ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.