Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ସ୍ଥିତି ଏବେ ନିୟନ୍ତ୍ରଣାଧୀନ : ବିଏମ୍‌ସି କମିଶନର
ଆଜିର ଖବର

ଭୁବନେଶ୍ବରରେ ସ୍ଥିତି ଏବେ ନିୟନ୍ତ୍ରଣାଧୀନ : ବିଏମ୍‌ସି କମିଶନର

September 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଗଞ୍ଜାମ ଜିଲ୍ଲା ପରେ ଏବେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ କରୋନା ମାମଲା ଚିହ୍ନଟ ହେଉଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ରାଜଧାନୀ ଭୁବନେଶ୍ବରର ସ୍ଥିତି ମଧ୍ୟ ସଙ୍ଗୀନ୍‌ ରହିଛି । ଭୁବନେଶ୍ବର କରୋନା ସ୍ଥିତି ନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ  ପ୍ରେସ୍‌ ମିଟ୍‌ କରିଛନ୍ତି । ଭୁବନେଶ୍ବରରେ ଏବେ 3ହଜାର 683 ଆକ୍ଟିଭ୍‌ କେସ୍‌ ରହିଛି । ସହରର 75 ପ୍ରତିଶତ ଆକ୍ରାନ୍ତ ହୋମ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର । 10 ହଜାର ଲୋକେ ହୋମ୍‌ ଆଇସୋଲେଟ୍‌ରେ ରହି ସାରିଛନ୍ତି । 10 ହଜାର ଲୋକଙ୍କ ମଧ୍ୟରୁ 7 ହଜାର ସୁସ୍ଥ ହୋଇ ସାରିଲେଣି ବୋଲି ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର । ଭୁବନେଶ୍ବରରେ ଆଉ 60 କୋଭିଡ୍‌ ଆଇସିୟ ବେଡ୍‌ ବୃଦ୍ଧି କରାଯାଇଛି। ଭୁବନେଶ୍ବରରେ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ରହିଛି ବୋଲି କହିଛନ୍ତି ବିଏମ୍‌ସି କମିଶନର । ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣ ମାମଲା 2 ଲକ୍ଷ ଟପି ସାରିଛି । ସେହିପରି ମୃତ୍ୟୁ ସଂଖ୍ୟା 767ରେ ପହଞ୍ଚିଛି ।

bmc corona isolate
Share. Facebook Twitter LinkedIn Email WhatsApp Copy Link

Related Posts

BonV Aero: ଖୋର୍ଦ୍ଧାରେ ବନ୍‌ଭି ଏରୋ ର ନୂଆ ଡ୍ରୋନ ପାର୍କ, ୩୦୦ କୋଟି ଟଙ୍କା ନିବେଶ 

April 11, 2026

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ

April 11, 2026

ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ

April 11, 2026

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026
Latest News

BonV Aero: ଖୋର୍ଦ୍ଧାରେ ବନ୍‌ଭି ଏରୋ ର ନୂଆ ଡ୍ରୋନ ପାର୍କ, ୩୦୦ କୋଟି ଟଙ୍କା ନିବେଶ 

April 11, 2026

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ

April 11, 2026

ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ

April 11, 2026

ମଞ୍ଚୁରିଆନ୍ ଓ କଢାଇ ପନୀର ଖାଇ ମୃତ୍ୟୁ: ଜାଣନ୍ତୁ କାରଣ କ’ଣ, ଗ୍ରୀଷ୍ମଋତୁରେ ଖାଦ୍ୟକୁ ନେଇ ରୁହନ୍ତୁ ସତର୍କ

April 11, 2026

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.