Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଗତ ୨୪ ଘଣ୍ଟାରେ ୮୫ ହଜାର ୩୬୨ ଆକ୍ରାନ୍ତ ଚିହ୍ନଟ: ୧୦୮୯ ଜଣଙ୍କ ମୃତ୍ୟୁ
ଆଜିର ଖବର

ଦେଶରେ ଗତ ୨୪ ଘଣ୍ଟାରେ ୮୫ ହଜାର ୩୬୨ ଆକ୍ରାନ୍ତ ଚିହ୍ନଟ: ୧୦୮୯ ଜଣଙ୍କ ମୃତ୍ୟୁ

September 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୮୫ ହଜାର ୩୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୮୯ କରୋନା ଆକ୍ରାନ୍ତଙ୍କ ମୃତ ହୋଇଛି। ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୯ ଲକ୍ଷ ୩ ହଜାର ୯୩୩କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା 93 ହଜାର ୩୭୯ରେ ପହଞ୍ଚିଛି। ତେବେ ଦେଶରେ ମୋଟ ସକ୍ରିୟ ମାମଲା ୯ ଲକ୍ଷ ୬୦ ହଜାର ୯୬୯ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୪୮ ଲକ୍ଷ ୪୯ ହଜାର ୫୮୪ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

corona update india
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

ହୱାଲା ଜରିଆରେ ଆସିଥିଲା ୯ କୋଟି: ୟାସିନ୍ ମଲିକଙ୍କ ସମେତ ୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍ ନିର୍ଦ୍ଦେଶ

October 2, 2026
Latest News

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

ହୱାଲା ଜରିଆରେ ଆସିଥିଲା ୯ କୋଟି: ୟାସିନ୍ ମଲିକଙ୍କ ସମେତ ୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍ ନିର୍ଦ୍ଦେଶ

October 2, 2026

୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ: ମିଡିଆ ପ୍ରତିନିଧିଙ୍କ ପାଇଁ ଆକ୍ରିଡିଟେସନ୍‍ ଆବେଦନ ଉନ୍ମୁକ୍ତ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.