Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 783କୁ ବୃଦ୍ଧି
ଆଜିର ଖବର

ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 783କୁ ବୃଦ୍ଧି

September 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବରରୁ ସର୍ବାଧିକ 4 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ କୋରାପୁଟ ଓ ପୁରୀରୁ 3 ଜଣ ଲେଖାଏଁଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ବର, ବଲାଙ୍ଗିର, କଟକ, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 783କୁ ବୃଦ୍ଧି

ଭୁବନେଶ୍ବରରୁ ଆଜି ସର୍ବାଧିକ ଚାରି ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ ତିନିଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । 59 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃ୍ତ୍ୟୁ ହୋଇଥିବାବେଳେ ଅନ୍ୟ ତିନି ପୁରଷ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 51, 37, 50 ବର୍ଷ ।

ସେହିପରି ପୁରୀର ତିନି ମୃତକଙ୍କ ମଧ୍ୟରେ ଜଣେ 80 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 62 ବର୍ଷୀୟା ମହିଳା ଓ ଅନ୍ୟ ଜଣେ 42 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି । କୋରାପୁଟର ତିନି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 64, 48, ଓ 50 ବର୍ଷ । ବାଲେଶ୍ବରରୁ 45 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ବଲାଙ୍ଗିରରୁ 58 ବର୍ଷୀୟ ବ୍ୟକ୍ତି, କଟକରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 58 ବର୍ଷ ବୋଲି ସୂଚନା ରହିଛି । ସେହିପରି ଜଗତସିଂହପୁରରୁ 64 ବର୍ଷୀୟ ପୁରୁଷ, ଯାଜପୁରରୁ 52 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ମୟୂରଭଞ୍ଜରୁ 53 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି ।

କରୋନା ଖୋର୍ଦ୍ଧା ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.