Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ମନ୍ତୁଦ ସଡକ ଦୁର୍ଘଟଣା : 5 ମୃତ, 7 ଆହତ
ଆଜିର ଖବର

ମର୍ମନ୍ତୁଦ ସଡକ ଦୁର୍ଘଟଣା : 5 ମୃତ, 7 ଆହତ

September 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉଜ୍ଜୈନ୍‌ : ଶନିବାର ସକାଳେ ଉଜ୍ଜୈନ୍‌ଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ନରବର ଅଞ୍ଚଳ ନିକଟରେ ସକାଳୁ ଏକ ଟ୍ରକ୍‌ ଓ ଗାଡି ମଧ୍ୟରେ ଜବରଦସ୍ତ ଧକ୍କା ହେବା ଫଳରେ 5ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଏହି ଗାଡିରେ 12 ଜଣ ଶ୍ରମିକ ରହିଥିବାବେଳେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଛି । ଏହି ସମସ୍ତ ଶ୍ରମିକ କଟନୀରୁ ନୀମଚ ଯାଉଥିବାସମୟରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଘଟଣାସ୍ଥଳରେ ଚାରିଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ସେହିପରି ଏହି ଦୁର୍ଘଟଣାରେ ଅନ୍ୟ 7ଜଣ ଗୁରୁତର ଆହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ ଶନିବାର ସକାଳ 4ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାର ଖବର ପାଇଁ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚିଥିଲା । ତେବେ ଟ୍ରକ୍‌ ଡ୍ରାଇଭର୍‌ ଫେରାର ରହିଥିବାବେଳେ ପୋଲିସ୍‌ ଘଟଣାର ଯାଞ୍ଚ କରୁଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.