Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ମନ୍ତୁଦ ସଡକ ଦୁର୍ଘଟଣା : 5 ମୃତ, 7 ଆହତ
ଆଜିର ଖବର

ମର୍ମନ୍ତୁଦ ସଡକ ଦୁର୍ଘଟଣା : 5 ମୃତ, 7 ଆହତ

September 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉଜ୍ଜୈନ୍‌ : ଶନିବାର ସକାଳେ ଉଜ୍ଜୈନ୍‌ଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ନରବର ଅଞ୍ଚଳ ନିକଟରେ ସକାଳୁ ଏକ ଟ୍ରକ୍‌ ଓ ଗାଡି ମଧ୍ୟରେ ଜବରଦସ୍ତ ଧକ୍କା ହେବା ଫଳରେ 5ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଏହି ଗାଡିରେ 12 ଜଣ ଶ୍ରମିକ ରହିଥିବାବେଳେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଛି । ଏହି ସମସ୍ତ ଶ୍ରମିକ କଟନୀରୁ ନୀମଚ ଯାଉଥିବାସମୟରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଘଟଣାସ୍ଥଳରେ ଚାରିଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ସେହିପରି ଏହି ଦୁର୍ଘଟଣାରେ ଅନ୍ୟ 7ଜଣ ଗୁରୁତର ଆହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ ଶନିବାର ସକାଳ 4ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାର ଖବର ପାଇଁ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚିଥିଲା । ତେବେ ଟ୍ରକ୍‌ ଡ୍ରାଇଭର୍‌ ଫେରାର ରହିଥିବାବେଳେ ପୋଲିସ୍‌ ଘଟଣାର ଯାଞ୍ଚ କରୁଛି।

Share. Facebook Twitter LinkedIn Email WhatsApp Copy Link

Related Posts

LPG ପରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇବ କି?: ସ୍ପଷ୍ଟ କଲେ ସରକାର

May 3, 2026

ପାକିସ୍ତାନ ଗ୍ୱାଦରରେ କାମ ବନ୍ଦ କଲା ଚୀନ୍ କମ୍ପାନୀ

May 3, 2026

ବକ୍ସ ଅଫିସରେ ‘ମନ୍ତ୍ରମୁଗ୍ଧ’ର ଦମଦାର ଏଣ୍ଟ୍ରି: ପ୍ରଥମ ଦିନରେ ଆୟ କଲା ୨୧.୫୧ ଲକ୍ଷ

May 3, 2026

ଦିଲ୍ଲୀର ଆବାସିକ ବିଲିଡିଂରେ ଅଗ୍ନିକାଣ୍ଡ : ୯ ମୃତ

May 3, 2026
Latest News

LPG ପରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇବ କି?: ସ୍ପଷ୍ଟ କଲେ ସରକାର

May 3, 2026

ପାକିସ୍ତାନ ଗ୍ୱାଦରରେ କାମ ବନ୍ଦ କଲା ଚୀନ୍ କମ୍ପାନୀ

May 3, 2026

ବକ୍ସ ଅଫିସରେ ‘ମନ୍ତ୍ରମୁଗ୍ଧ’ର ଦମଦାର ଏଣ୍ଟ୍ରି: ପ୍ରଥମ ଦିନରେ ଆୟ କଲା ୨୧.୫୧ ଲକ୍ଷ

May 3, 2026

ଦିଲ୍ଲୀର ଆବାସିକ ବିଲିଡିଂରେ ଅଗ୍ନିକାଣ୍ଡ : ୯ ମୃତ

May 3, 2026

ଦହିବରା ଖାଇ ଜଣେ ମୃତ

May 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.