Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତେଜିଲା କୃଷି ବିଲ୍ ବିରୋଧ, ଏନଡିଏର ହାତ ଛାଡିଲା ଶିରୋମଣି ଅକାଳି ଦଳ
ଆଜିର ଖବର

ତେଜିଲା କୃଷି ବିଲ୍ ବିରୋଧ, ଏନଡିଏର ହାତ ଛାଡିଲା ଶିରୋମଣି ଅକାଳି ଦଳ

September 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ତେଜିଲା କୃଷି ବିଲ୍ ବିରୋଧ, ଏନଡିଏର ହାତ ଛାଡିଲା ଶିରୋମଣି ଅକାଳି ଦଳ

ନୂଆଦିଲ୍ଲୀ, ଶେଷରେ ପଂଜାବର ଶିରୋମଣି ଅକାଳି ଦଳ ଏନଡିଏରେ ହାତ ଛାଡିଛି। ଆଜି ଏ ନେଇ ଦଳ ତରଫରୁ ସ୍ପଷ୍ଟ କରାଯାଇଛି। କୃଷି ବିଲକୁ ଦଳର କୌଣସି କର୍ମି ଗ୍ରହଣ କରୁ ନାହାଁନ୍ତି। ସେଥିପାଇଁ ରାଜନୈତିକ ଚାପରେ ଏହି ନିଷ୍ପତି ନେବାକୁ ବାଧ୍ୟ ହେଲୁ ବୋଲି ଅକାଳୀ ଦଳର ଅଧ୍ୟକ୍ଷ ସୁଖବୀର ସିଂ ବାଦଲ କହିଛନ୍ତି।

ପୂର୍ବରୁ ଏହି ବିଲକୁ ବିରୋଧ କରି ଅକାଲି ଦଳର ସାଂସଦ ହରଶମିତ୍ କୌର ମନ୍ତ୍ରୀ ପଦରୁ ଇସ୍ତପା ଦେଇଥିଲେ। ତେବେ ସେତେବେଳେ ଦଳ ତରଫରୁ କୁହାଯାଇଥିଲା ଯେ ଏନଡିଏକୁ ବାହାରୁ ସମର୍ଥନ ଦେବେ। ହେଲେ ବର୍ତ୍ତମାନ ପରିସ୍ଥିତି ଆମକୁ ଏନଡିଏକୁ ବାଏ ବାଏ କରିବା ପାଇଁ ବାଧ୍ୟ କଲା ବୋଲି ବାଦଲ କହିଛନ୍ତି।

ଏନଡିଏ କୃଷି ବିଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Latest News

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.