Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍ଟାରେ ଦେଶରେ 88 ହଜାର 600 ଆକ୍ରାନ୍ତ ଚିହ୍ନଟ, 1124 ମୃତ
ଆଜିର ଖବର

ଗତ 24 ଘଣ୍ଟାରେ ଦେଶରେ 88 ହଜାର 600 ଆକ୍ରାନ୍ତ ଚିହ୍ନଟ, 1124 ମୃତ

September 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ  ଦିନକରେ ଦେଶରେ ଆଉ 88 ହଜାରରୁ ଉର୍ଦ୍ଧ୍ବ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ଦେଶରେ ମୋଟ୍ ଆକ୍ରାନ୍ତ ସଂଖ୍ୟା 60 ଲକ୍ଷର ନିକଟତର ହୋଇଯାଇଛି । ଗତ 24 ଘଂଟାରେ ସାରା ଦେଶରେ 88 ହଜାର 6 ଶହ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 1 ହଜାର 124ଜଣଙ୍କର ମୃତ୍ୟୁ ହୋଇଛି । । ଏହାକୁ ମିଶାଇ ଦେଶରେ ମୋଟ୍ ଆକ୍ରାନ୍ତ ସଂଖ୍ୟା 59 ଲକ୍ଷ 92 ହଜାର 533କୁ ବୃଦ୍ଧି ହୋଇଯାଇଛି । ସେହିପରି ଦେଶରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା 94 ହଜାର 503କୁ ବୃଦ୍ଧିହୋଇଛି । ବର୍ତମାନ ଦେଶରେ ଆକ୍ଟିଭ୍ ମାମଲା ସଂଖ୍ୟା 9 ଲକ୍ଷ 56 ହଜାର 402 ରହିଛି । ସେହିପରି ସୁସ୍ଥ ସଂଖ୍ୟା 49 ଲକ୍ଷ 41 ହଜାର 628କୁ ବୃଦ୍ଧି ହୋଇଛି।

ମହାରାଷ୍ଟ୍ରରୁ ସର୍ବାଧିକ 20 ହଜାର 419 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କର୍ଣ୍ଣାଟକରୁ 8811, ଆନ୍ଧ୍ରପ୍ରଦେଶରୁ 7293, ତାମିଲନାଡୁରୁ 5647 ଓ ଉତ୍ତରପ୍ରଦେଶରୁ 4302 ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅଧିକ ସଂକ୍ରମିତ ରାଜ୍ୟ ତାଲିକାର ଓଡ଼ିଶା ଅଷ୍ଟମ ସ୍ଥାନରେ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026

ସ୍ତ୍ରୀକୁ ହାଣିଲା ସ୍ଵାମୀ

June 14, 2026

ତାମିଲନାଡୁ ରାଜନୀତିରେ ତୀବ୍ର ହେଲା ବାକ୍‌ଯୁଦ୍ଧ: ବିଜୟଙ୍କୁ ଟାର୍ଗେଟ କଲେ ଷ୍ଟାଲିନ

June 14, 2026
Latest News

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026

ସ୍ତ୍ରୀକୁ ହାଣିଲା ସ୍ଵାମୀ

June 14, 2026

ତାମିଲନାଡୁ ରାଜନୀତିରେ ତୀବ୍ର ହେଲା ବାକ୍‌ଯୁଦ୍ଧ: ବିଜୟଙ୍କୁ ଟାର୍ଗେଟ କଲେ ଷ୍ଟାଲିନ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.