Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗରେ 162 ଟି ପଦବୀ ପାଇଁ ଦରଖାସ୍ତ ଆହ୍ବାନ , କ୍ଲିକ କରି ଜାଣନ୍ତୁ ଆବେଦନ ପକ୍ରିୟା
ଆଜିର ଖବର

କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗରେ 162 ଟି ପଦବୀ ପାଇଁ ଦରଖାସ୍ତ ଆହ୍ବାନ , କ୍ଲିକ କରି ଜାଣନ୍ତୁ ଆବେଦନ ପକ୍ରିୟା

September 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ବିଭାଗରେ ହବ 162 ଟି ଡାକ୍ତର ନିଯୁକ୍ତି , କ୍ଲିକ କରି ଜାଣନ୍ତୁ ଆବେଦନ ପକ୍ରିୟା

ନୂଆଦିଲ୍ଲୀ, କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଖାଲିଥିବା 162 ଡାକ୍ତରୀ ପଦବୀ ପାଇଁ ଦରଖାସ୍ତ ଆହ୍ବାନ କରାଯାଇଛି। ୟୁପିଏସସି ମାଧ୍ୟମରେ ଏହି ନିଯୁକ୍ତି ପକ୍ରିୟା କରାଯିବ। ଏଥିରେ କେଉଁ ବିଭାଗରେ କେତେ ପଦବୀ ଖାଲି ଅଛି ତାହା ପ୍ରଦାନ କରାଯାଇଛି। ସେହି ଅନୁସାରେ

1- 62 posts for Anaesthesiology

2-42 posts for General Surgery

3-15 posts for Microbiology

4-12 posts for Nephrology

5-17 posts for Pathology

6- 3 posts for Pediatric Nephrology

7-11 posts for Pharmacology

ଏ ସବୁ ପଦବୀ ପାଇଁ ଆବେଦନ ତାରିଖ ହେଲା ଆସନ୍ତା ଅକ୍ଟୋବର 1 ତାରିଖ। ଅନ ଲାଇନରେ ପ୍ରାର୍ଥୀମାନେ ସେମାନଙ୍କର ଆବେଦନ କରିପାରିବେ। ଏ ସଂପର୍କରେ ଅଧିକ ଜାଣିବା ପାଇଁ ହେଲେ ନିମ୍ନ ଲିଙ୍କକୁ କ୍ଲିକ କରନ୍ତୁ

https://www.upsc.gov.in/sites/default/files/Advt-No-10_2020-Engl_0.pdf

upsc ଡାକ୍ତର ନିଯୁକ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.