Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଲୋଚନା ପରେ ମନ୍ଦିର ଖୋଲାଯିବ : ପ୍ରତାପ ଜେନା
ଆଜିର ଖବର

ଆଲୋଚନା ପରେ ମନ୍ଦିର ଖୋଲାଯିବ : ପ୍ରତାପ ଜେନା

September 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମନ୍ଦିର ଖୋଲିବା ନେଇ ଆଇନ ମନ୍ତ୍ରୀ ପ୍ରତାପ ଜେନା ପ୍ରତିକ୍ରିୟା ଦେଇଛନ୍ତି । ମନ୍ଦିର ଖୋଲିବା ନେଇ ଆଲୋଚନା ହୋଇନି, ଆଲୋଚନା କରି ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ । କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍‌ ଅନୁସରଣ କରି ନିଷ୍ପତ୍ତି ନେବାକୁ ପଡିବ । ତେବେ ବର୍ତ୍ତମାନ ସ୍ଥିତି ଉପରେ ନିର୍ଭର କରୁଛି କହିଛନ୍ତି ଆଇନ ମନ୍ତ୍ରୀ । ଆଜି ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ ଅକ୍ଟୋବରରୁ ରାଜ୍ୟରେ ପର୍ଯ୍ୟଟନସ୍ଥଲୀ ଖୋଲିବ ବୋଲି ସୂଚନା ଦେଇଛନ୍ତି । ତେବେ କୋଭିଡ଼ କଟକଣା ଭିତରେ ରାଜ୍ୟରେ ଖୋଲିବ ସବୁ ପର୍ଯ୍ୟଟନସ୍ଥଳୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆରଜି କର ଦୁଷ୍କର୍ମ-ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: ପୂର୍ବତନ ଟିଏମସି ବିଧାୟକ ଗିରଫ

August 13, 2026

ରକେଟ ଭଳି ଚଢିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

August 13, 2026

ବିଜେପି ମୁଖପାତ୍ର ଭାବରେ କାର୍ଯ୍ୟ କରୁଛି ଅକାଳୀ ଦଳ: ଇଡି ଚିଠି ଉପରେ ଆପ ର ଆକ୍ରମଣ

August 13, 2026

ଏହି କାରଣରୁ ଗୌତମ ଗମ୍ଭୀରଙ୍କୁ ବହିଷ୍କାର କରିବ ନାହିଁ ବିସିସିଆଇ: ଜାଣନ୍ତୁ କାରଣ

August 13, 2026
Latest News

ଆରଜି କର ଦୁଷ୍କର୍ମ-ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: ପୂର୍ବତନ ଟିଏମସି ବିଧାୟକ ଗିରଫ

August 13, 2026

ରକେଟ ଭଳି ଚଢିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

August 13, 2026

ବିଜେପି ମୁଖପାତ୍ର ଭାବରେ କାର୍ଯ୍ୟ କରୁଛି ଅକାଳୀ ଦଳ: ଇଡି ଚିଠି ଉପରେ ଆପ ର ଆକ୍ରମଣ

August 13, 2026

ଲୋକସଭା ଅନିଶ୍ଚିତକାଳ ପାଇଁ ମୁଲତବୀ

August 13, 2026

LAC ନିକଟରେ ଉତ୍ତେଜନା ଖବର ମଧ୍ୟରେ ଚୀନ୍ ଜାରି କଲା ବଡ଼ ବିବୃତ୍ତି: ଜାଣନ୍ତୁ…. 

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.