Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାରଣାସ୍ଥଳରେ କୋଭିଡ୍‌ ନିୟମ ପାଳନ ହେବ – ସିପି
ଆଜିର ଖବର

ଧାରଣାସ୍ଥଳରେ କୋଭିଡ୍‌ ନିୟମ ପାଳନ ହେବ – ସିପି

September 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବିଧାନସଭା ଆସୁଥିବାରୁ ଧାରଣାସ୍ଥଳରେ କୋଭିଡ୍‌ ନିୟମ ପାଳନ ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଲେ ପୋଲିସ୍‌ କମିଶନର ସୁଧାଂଶୁ ଷଡଙ୍ଗୀ  ଦେଇଛନ୍ତି । ବିକ୍ଷୋଭ ନେଇ ଏଯାବତ୍‌ କେହି ଆବେଦନ କରି ନାହାନ୍ତି । ଯଦି କେହି ଆବେଦନ କରିବେ, ତା’ହେଲେ ସରକାର ନିଷ୍ପତ୍ତି ନେବେ ।  ଆସନ୍ତା 29 ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ। ଏହା ଅକ୍ଟୋବର 7 ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନ ପୂର୍ବରୁ ସବୁ ବିଧାୟକ ଓ ବିଧାନସଭା କର୍ମଚାରୀଙ୍କର କରୋନା ଟେଷ୍ଟ କରାଯାଉଛି। କରୋନା ନେଗେଟିଭ୍‌ ହୋଇଥିବା ବିଧାୟକମାନେ ବିଧାନସଭାକୁ ଯାଇପାରିବେ।

covid-19 strike
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ରାଜସ୍ଥାନ ଏବଂ ମୁମ୍ବାଇ ମୁହାଁମୁହିଁ: ଜାଣନ୍ତୁ କାହାର ପଲ୍ଲା ଭାରି?

April 7, 2026

ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026
Latest News

ଆଜି ରାଜସ୍ଥାନ ଏବଂ ମୁମ୍ବାଇ ମୁହାଁମୁହିଁ: ଜାଣନ୍ତୁ କାହାର ପଲ୍ଲା ଭାରି?

April 7, 2026

ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ

April 7, 2026

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.