Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ : 757ରୁ 136 ପଜିଟିଭ୍‌
ଆଜିର ଖବର

ବିଧାନସଭା ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ : 757ରୁ 136 ପଜିଟିଭ୍‌

September 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାହାରେ ପରୀକ୍ଷା କଲେ କଣ ହେବ ବିଧାନସଭା ଗୃହ ଭିତରେ ତ କରୋନା ଉଠେଇବ ପକେଇବ

ଭୁବନେଶ୍ବର : ଆସନ୍ତା 29 ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ଅଧିବେଶନ ପୂର୍ବରୁ କରୋନା ଟେଷ୍ଟ ରିପୋର୍ଟ ଆସିଛି । 757 କୋଭିଡ୍‌ ଟେଷ୍ଟରୁ 136ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି । ବିଧାୟକ, ବିଧାନସଭା କର୍ମଚାରୀ ଓ ସାମ୍ବାଦିକଙ୍କର କରୋନା ଟେଷ୍ଟ ହୋଇଥିଲା ।

ଆସନ୍ତା 29 ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ। ଏହା ଅକ୍ଟୋବର 7 ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନ ପୂର୍ବରୁ ସବୁ ବିଧାୟକ ଓ ବିଧାନସଭା କର୍ମଚାରୀଙ୍କର କରୋନା ଟେଷ୍ଟ କରାଯାଇଛି। କରୋନା ନେଗେଟିଭ୍‌ ହୋଇଥିବା ବିଧାୟକମାନେ ବିଧାନସଭାକୁ ଯାଇପାରିବେ।  ଚଳିତ ଥର ମୌସୁମୀ ଅଧିବେଶନରେ ପ୍ରତ୍ୟେକ ଦିନ 2ଟି ପର୍ଯ୍ୟାୟରେ ସାଢ଼େ 4 ଘଣ୍ଟା ପର୍ଯ୍ୟନ୍ତ ହେବ। ସେହିପରି ପ୍ରଥମ ଦିନ ଶୋକ ପ୍ରସ୍ତାବ ପାରିତ ହେବା ପରେ ଗୃହ ମୁଲତବୀ ଘୋଷଣା କରାଯିବ। ସେହିଦିନ ଅପରାହ୍ନ 3ଟାରୁ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହୋଇ ଅପରାହ୍ଣ 5ଟାରେ ଶେଷ ହେବ। ଅନ୍ୟ ଦିନରେ ସକାଳ 10ଟା 30ରୁ ଅପରାହ୍ନ 1ଟା ଏବଂ ଅପରାହ୍ନ 3ରୁ 5ଟା ଗୃହ କାର୍ଯ୍ୟ ଚାଲିବ। ଚଳିତ ମୌସୁମୀ ଅଧିବେଶନରେ ପ୍ରଶ୍ନକାଳ ରହିବ ନାହିଁ ।

କରୋନା ଟେଷ୍ଟ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.