Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ୩୩୭୮ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ୩୩୭୮ ଜଣ କରୋନା ଆକ୍ରାନ୍ତ

September 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୩୭୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। କଟକରୁ ସର୍ବାଧିକ ୫୪୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଖୋର୍ଦ୍ଧାରୁ ୨୮୯ ଜଣ, ପୁରୀରୁ ୨୦୦, ଯାଜପୁରରୁ ୧୭୬, ରାୟଗଡ଼ାରୁ ୧୪୧, କନ୍ଧମାଳରୁ ୧୩୭, ସୁନ୍ଦରଗଡରୁ ୧୩୭, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୨୭, କେନ୍ଦ୍ରାପଡାରୁ ୧୨୩, ଜଗତସିଂହପୁରରୁ ୧୧୫, ବାଲେଶ୍ବରରୁ ୧୧୧, କେନ୍ଦୁଝରରୁ ୧୦୨, ବରଗଡରୁ ୧୦୦, କୋରାପୁଟରୁ ୯୯, ଝାରସୁଗୁଡାରୁ ୮୬, ନବରଙ୍ଗପୁରରୁ ୮୪, ସୋନପୁରରୁ ୮୦, କଳାହାଣ୍ଡିରୁ ୭୬, ବଲାଙ୍ଗିରିରୁ ୬୮, ମାଲକାନାଗିରିରୁ ୬୩, ନୂଆପଡାରୁ ୪୯, ଭଦ୍ରକରୁ ୪୭, ଅନୁଗୁଳରୁ ୪୫, ଢେଙ୍କାନାଳରୁ ୪୪, ଗଞ୍ଜାମରୁ ୪୨, ଗଜପତିରୁ ୩୧, ବୌଦ୍ଧରୁ ୧୪, ଦେବଗଡରୁ ୭ ଏବଂ ଷ୍ଟେଟ ପୁଲରୁ ୭୯ ଜଣ କୋରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୩ ହଜାର ୫୭୧ କୁ ବୃଦ୍ଧି ହୋଇଛି।

corona Odisha recovered
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରାମ ପଞ୍ଚାୟତର ସଶକ୍ତୀକରଣ ପାଇଁ ଓଡ଼ିଶାକୁ ୧୦୯ କୋଟି ଅନୁଦାନ

July 29, 2026

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର

July 29, 2026

ଦୀର୍ଘଦିନ ପରେ ଶ୍ରୀମନ୍ଦିରରୁ ବାହାରିଲା ନୀଳାଚଳ ଅବଢା

July 29, 2026

ଆଜି ଜୁଲାଇ ୨୯ ତାରିଖ ବୁଧବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2026
Latest News

ଗ୍ରାମ ପଞ୍ଚାୟତର ସଶକ୍ତୀକରଣ ପାଇଁ ଓଡ଼ିଶାକୁ ୧୦୯ କୋଟି ଅନୁଦାନ

July 29, 2026

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟ ସରକାର

July 29, 2026

ଦୀର୍ଘଦିନ ପରେ ଶ୍ରୀମନ୍ଦିରରୁ ବାହାରିଲା ନୀଳାଚଳ ଅବଢା

July 29, 2026

ଆଜି ଜୁଲାଇ ୨୯ ତାରିଖ ବୁଧବାର ଦିନ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 29, 2026

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.