Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 3235ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରୁ ଆଜି 3235ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

September 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି  3 ହଜାର 235କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1915ଜଣ ଚିହ୍ନଟ ହୋଇଥିବାବେଳେ 1320ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 12ହଜାର609କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 1 ଲକ୍ଷ 73 ହଜାର 571 ଜଣ ।  ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 38ହଜାର172ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 797ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 3ହଜାର 235ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 506ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 179, ବାଲେଶ୍ବରରୁ 100, ବରଗଡରୁ 137, ଭଦ୍ରକରୁ 67, ବଲାଙ୍ଗିରରୁ 101, ବୌଦ୍ଧରୁ 42, କଟକରୁ 318, ଦେବଗଡରୁ 12, ଢେଙ୍କାନାଳରୁ 69,  ଗଜପତିରୁ 31, ଗଞ୍ଜାମରୁ 28, ଜଗତସିଂହପୁରରୁ 86, ଯାଜପୁରରୁ 110, ଝାରସୁଗୁଡାରୁ 71, କଳାହାଣ୍ଡିରୁ 42, କନ୍ଧମାଳରୁ 62, କେନ୍ଦ୍ରାପଡାରୁ 103, କେଉଁଝରରୁ 86, କୋରାପୁଟରୁ 59, ମାଲକାନଗିରିରୁ 21, ମୟୂରଭଞ୍ଜରୁ 118, ନବରଙ୍ଗପୁରରୁ 124, ନୟାଗଡରୁ 43, ନୂଆପଡାରୁ 106, ପୁରୀରୁ 79, ରାୟଗଡାରୁ 101,  ସମ୍ବଲପୁରରୁ 120, ସୋନପୁରରୁ 65, ସୁନ୍ଦରଗଡରୁ 101ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ 148ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.