Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଆଉ 342 ଜଣ ଚିହ୍ନଟ, 321 ସୁସ୍ଥ
ଆଜିର ଖବର

ଭୁବନେଶ୍ବରରେ ଆଉ 342 ଜଣ ଚିହ୍ନଟ, 321 ସୁସ୍ଥ

September 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଭୁବନେଶ୍ବର ମହାନଗରରୁ ଆଜି ଆଉ 342 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଆଜି ଚିହ୍ନଟ ହୋଇଥିବା ମୋଟ୍‌ 342 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ରୁ 111ଜଣ ରହିଥିବାବେଳେ 231ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ଚିହ୍ନଟ ହୋଇଥିବାର ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

Update on newly detected #COVID19 cases in the last
24 hrs under the BMC area on 28th Sep 2020(till 9am).

Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/zxZZHlCiVe

— BMC (@bmcbbsr) September 28, 2020

ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 21 ହଜାର 197ରେ ପହଞ୍ଚିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 17 ହଜାର 497ରେ ପହଞ୍ଚିଛି । ସେହିପରି 88 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 3 ହଜାର 595ଜଣ ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧୩ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 13, 2026

ଓଡ଼ିଶା ପୁଲିସରେ ଗଠନ ହେବ ୩ ନୂଆ ବିଭାଗ

August 12, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO

August 12, 2026
Latest News

ଅଗଷ୍ଟ ୧୩ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 13, 2026

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

August 12, 2026

ଓଡ଼ିଶା ପୁଲିସରେ ଗଠନ ହେବ ୩ ନୂଆ ବିଭାଗ

August 12, 2026

ବେଲୁଚିସ୍ତାନରେ ପାକିସ୍ତାନୀ ସେନାର ନରସଂହାର: ୯ ଶିଶୁ ଓ ୭ ମହିଳାଙ୍କ ସମେତ ୨୮ ମୃତ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.