Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଷୀ ଆନ୍ଦୋଳନ ନାମରେ ନାଟକ କରୁଛନ୍ତି ଅମରିନ୍ଦର : ସୁଖବୀର ସିଂ ବାଦଲ
ଆଜିର ଖବର

ଚାଷୀ ଆନ୍ଦୋଳନ ନାମରେ ନାଟକ କରୁଛନ୍ତି ଅମରିନ୍ଦର : ସୁଖବୀର ସିଂ ବାଦଲ

September 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଣ୍ଡୀଗଡ : ବିରୋଧୀଙ୍କ ହଙ୍ଗମା ସତ୍ତ୍ବେ କୃଷି ବିଲ୍‌ ଆଇନ୍‌ରେ ପରିଣତ ହୋଇଛି । ଏହାକୁ ନେଇ ପଞ୍ଜାବ ଓ ହରିୟାଣାରେ ଚାଷୀମାନେ ଆନ୍ଦୋଳନ ଜାରି ରଖିଛନ୍ତି ।ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ସମାଲୋଚନା କରିଛନ୍ତି ଶିରୋମଣୀ ଅକାଳୀ ଦଳ ନେତା ସୁଖବୀର ସିଂ ବାଦଲ । ଅମରିନ୍ଦର ଚାଷୀ ଆନ୍ଦୋଳନ ନାମରେ ନାଟକବାଜି କରୁଛନ୍ତି ବୋଲି ବାଦଲ କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ ନୂତନ କୃଷି ବିଲକୁ ନେଇ ମତଭେଦ ଦେଖାଦେବା ପରେ ଏନଡିଏରୁ ଓହରି ଯାଇଥିଲା ଅକାଳୀ ଦଳ । ଏପରିକି ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ହରସିମରତ କୌର ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଥିଲେ । ଶାନ୍ତିପୂର୍ଣ୍ଣ ଭାବରେ ଏହି ଆନେ୍ଦାଳନ ଜାରି ରହିଥିବା ବେଳେ ଏହାକୁ ହିଂସକ ରୂପ ଦେବା ପାଇଁ ଅମରିନ୍ଦର ପ୍ରୟାସ କରୁଛନ୍ତି ବୋଲି ବାଦଲ କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଖଟକର କାଲାନ ଠାରେ ଧାରଣାରେ ବସିଥିଲେ। ଅନ୍ୟ ରାଜନୈତିକ ଦଳ ମାନଙ୍କ ପରି ଆମେ ଚାଷୀଙ୍କ ବିରୋଧରେ ଯିବୁ ନାହିଁ । ଚାଷୀଙ୍କ ହକ ପାଇଁ ଅକାଳୀ ଦଳ ଏହାର ଲଢେଇ ଜାରି ରଖିବ ବୋଲି ସୁଖବୀର ବାଦଲ କହିଛନ୍ତି । (ଏଜେନ୍ସି)

agribill
Share. Facebook Twitter LinkedIn Email WhatsApp Copy Link

Related Posts

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.