Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 828କୁ ବୃଦ୍ଧି
ଆଜିର ଖବର

ଆଜି 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 828କୁ ବୃଦ୍ଧି

September 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ, ଭୁବନେଶ୍ବର ଓ ବାଲେଶ୍ବରରୁ ସର୍ବାଧିକ 3ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀରୁ 2 ଜଣ ଆକ୍ରାନ୍ତଙ୍କର ମୃତ୍ୟୁହୋଇଛି । ସେହିପରି ଝାରସୁଗୁଡା, ନବରଙ୍ଗପୁର, ସୁନ୍ଦରଗଡ ଓ ବଲାଙ୍ଗିରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା 828ରେ ପହଞ୍ଚିଛି ।

ବାଲେଶ୍ବରରୁ ଆଜି ଦୁଇଜଣ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ପୁରୁଷ ଆକ୍ରାନ୍ତ ରହିଛନ୍ତି । ଦୁଇ ମହିଳା ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 61 ଓ 70 ବର୍ଷ ରହିଥିବାବେଳେ ପୁରୁଷ ଆକ୍ରାନ୍ତଙ୍କ ବୟସ 56 ବର୍ଷ ବୋଲି ସୂଚନା ରହିଛି । ସେହିପରି ଭୁବନେଶ୍ବରରୁ 73, 50 ଓଙ 60 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ସେହିପରି କଟକର 40 ବର୍ଷୀୟ ପୁରୁଷ, 68 ବର୍ଷୀୟ ପୁରୁଷ ଓ ଜଣେ 82 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ପୁରୀରୁ 65 ବର୍ଷୀୟ ପୁରୁଷ, 49 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗିରରୁ 74 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ଝାରସୁଗୁଡାରୁ 67 ବର୍ଷୀୟ ପୁରୁଷ, ନବରଙ୍ଗପୁରରୁ 30 ବର୍ଷୀୟା ମହିଳା, ସୁନ୍ଦରଗଡରୁ 47 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Latest News

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.