Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ କରୋନା
ଆଜିର ଖବର

ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ କରୋନା

September 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କୁ କରୋନା । ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ସସ୍ମିତ । ପଜିଟିଭ୍‌ ଚିହ୍ନଟ ପରେ ଏବେ ହୋମ୍‌ ଆଇସୋଲେସନ୍‌ରେ ଥିବା ଜଣାଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଟେଷ୍ଟ କରାଇ ନେବାକୁ କହିଛନ୍ତି । ଆମେ ସମସ୍ତେ ମିଳିମିଶି କରୋନାକୁ ପରାସ୍ତ କରିପାରିବା ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ,  ଆଜିଠାରୁ ବିଧାନସଭା ମୌସୁମୀ ଅଧିବେଶନ ହୋଇଛି। ଏହା ପୂର୍ବରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଧାୟକ ଓ ମନ୍ତ୍ରୀମାନଙ୍କର କରୋନା ପରୀକ୍ଷା କରାଯାଇଥିଲା। ମୋଟ୍‌ 19ଜଣ କରୋନାରେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି 5ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଗତକାଲି 12ଜଣଙ୍କର  ରିପୋର୍ଟ ପଜିଟିଭ୍‌ ଚିହ୍ନଟ ହୋଇଥିଲା । ପ୍ରଥମ ଦିନ 2 ଜଣଙ୍କର ପଜିଟିଭ୍‌ ରିପୋର୍ଟ ଚିହ୍ନଟ ହୋଇଥିଲା ।

sasmitpatra
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.