Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»54ଟି ବିଧାନସଭା ଆସନ ଏବଂ ଗୋଟିଏ ଲୋକସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା
ଆଜିର ଖବର

54ଟି ବିଧାନସଭା ଆସନ ଏବଂ ଗୋଟିଏ ଲୋକସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା

September 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଘୋଷଣା ହୋଇପାରେ ଓଡିଶାର ଦୁଇ ଉପନିର୍ବାଚନ ତାରିଖ, ନିର୍ବାଚନ କମିସନରଙ୍କ ପ୍ରେସମିଟ୍

ନୂଆଦିଲ୍ଲୀ : ନିର୍ବାଚନ ଆୟୋଗ ନିବାଚନ କମିଶନ ମଧ୍ୟପ୍ରଦେଶ, ଗୁଜରାଟ, ଓଡ଼ିଶା, ନାଗାଲାଣ୍ଡ, ମଣିପୁର ସମେତ 56ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ଲାଗି ତାରିଖ ଘୋଷଣା କରିଛନ୍ତି । ଏହି ଆସନରେ ନଭେମ୍ବର 3ରେ ଭୋଟ ଗ୍ରହଣ କରାଯିବ ଓ ନଭେମ୍ବର 10ରେ ଗଣତି ହେବ । ତେବେ ଆସାମ, କେରଳ, ତାମିଲନାଡୁ ଓ ପଶ୍ଚିମବଙ୍ଗର 7 ଆସନରେ ଉପନିର୍ବାଚନ ହେବନାହିଁ । ନିର୍ବାଚନ କମିଶନରଙ୍କ ନିଷ୍ପତ୍ତି ଅନୁଯାୟୀ ଆସାମର ରଙ୍ଗାପରା, ଶିବସାଗର, କେରଳର କୁଟ୍ଟନାଦ ଓ ଚାବାରା ଓ ତାମିଲନାଡୁର ତିରୁବୋଟିଓ୍ବର୍‌ ଗୁଡିଆଟ୍ଟମ୍‌ ଓ ପଶ୍ଚିମବଙ୍ଗର ଫଲକଟ୍‌ ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ନାହିଁ ।

ଏହି ସମସ୍ତ ରାଜ୍ୟରୁ ମିଳୁଥିବା ଇନ୍‌ପୁଟ୍‌ ଯୋଗୁଁ ନିର୍ବାଚନ ହେବା ସମ୍ଭବପର ନୁହେଁ ବୋଲି ନିର୍ବାଚନ କମିଶନର ସୂଚନା ଦେଇଛନ୍ତି ।  ଆସାମ, କେରଳ, ତାମିଲନାଡୁ ଓ ପଶ୍ଚିମବଙ୍ଗର ବିଧାନସଭା କାର୍ଯ୍ୟକାଳ କ୍ରମଶଃ 31.05. 2021 ଓ 24.05.2021 ଓ 30.05.2021 ପର୍ଯ୍ୟନ୍ତ ରହିଛି ।

ସର୍ବାଧିକ ମଧ୍ୟପ୍ରଦେଶରେ 27ଟି ଆସନରେ ଉପନିର୍ବାଚନ ହେବ । ଏଠାରେ ଦଳ ବଦଳ ଯୋଗୁଁ କିଛି ବିଧାୟକ ଅଯୋଗ୍ୟ ହୋଇଥିବାରୁ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହେବ । ସେହିପରି ଗୁଜୁରାଟର 8ଟି ଆସନରେ ଉପନିର୍ବାଚନ ଅନୁଷ୍ଠିତ ।

Share. Facebook Twitter LinkedIn Email WhatsApp Copy Link

Related Posts

ଡିଜିଟାଲ ସଶକ୍ତ ଭାରତରେ ସାଇବର ଠକେଇ ନିୟନ୍ତ୍ରଣ

October 8, 2025

ବିହାର ନିର୍ବାଚନରେ ​​NDAର ମୁଖ୍ୟମନ୍ତ୍ରୀ ଚେହରା କିଏ?: ସ୍ପଷ୍ଟ କଲେ ଗିରିରାଜ ସିଂହ

October 8, 2025

ସୀମା ନିକଟରେ ବଡ଼ ଆକ୍ରମଣ: ୧୧ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ

October 8, 2025

୧୦ ରୁ ଭାରତ-ୱେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ: ଦିଲ୍ଲୀରେ ଭଲ ନାହିଁ ଟିମ୍ ଇଣ୍ଡିଆର ରେକର୍ଡ

October 8, 2025
Latest News

ଡିଜିଟାଲ ସଶକ୍ତ ଭାରତରେ ସାଇବର ଠକେଇ ନିୟନ୍ତ୍ରଣ

October 8, 2025

ବିହାର ନିର୍ବାଚନରେ ​​NDAର ମୁଖ୍ୟମନ୍ତ୍ରୀ ଚେହରା କିଏ?: ସ୍ପଷ୍ଟ କଲେ ଗିରିରାଜ ସିଂହ

October 8, 2025

ସୀମା ନିକଟରେ ବଡ଼ ଆକ୍ରମଣ: ୧୧ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ

October 8, 2025

୧୦ ରୁ ଭାରତ-ୱେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ: ଦିଲ୍ଲୀରେ ଭଲ ନାହିଁ ଟିମ୍ ଇଣ୍ଡିଆର ରେକର୍ଡ

October 8, 2025

ପୁଣି ଥରେ ଜେଡିୟୁକୁ ଝଟକା ଦେବେ କି ଚିରାଗ ପାସୱାନ?: ଦେଲେ ଏଭଳି ସଂକେତ!

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.