Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକିସ୍ତାନ ଜାତୀୟ ଦିବସରେ ମୋଦିଙ୍କ ଶୁଭେଚ୍ଛା, ମୋଦିଙ୍କୁ ଟାର୍ଗେଟ୍‌ କଲା କଂଗ୍ରେସ
ଆଜିର ଖବର

ପାକିସ୍ତାନ ଜାତୀୟ ଦିବସରେ ମୋଦିଙ୍କ ଶୁଭେଚ୍ଛା, ମୋଦିଙ୍କୁ ଟାର୍ଗେଟ୍‌ କଲା କଂଗ୍ରେସ

March 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ପକ୍ଷରୁ ପାକିସ୍ତାନ ଜାତୀୟ ଦିବସ ପାଳନ ବର୍ଜନ କରିବା ପାଇଁ ନିଷ୍ପତ୍ତି ନେଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାକିସ୍ତାନ ପ୍ରତିପକ୍ଷ ଇମ୍ରାନ୍‌ ଖାନ୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ୍‌ ମିଡିଆ ସାଇଟ୍‌ ଟ୍ବିଟ୍ଟର ଜରିଆରେ ସେୟାର କରି ତେହରିକ୍‌ ଏ ଇନ୍‌ସାଫ୍‌ ମୁଖ୍ୟ କହିଛନ୍ତି ଯେ, ମୋଦି ଜାତୀୟ ଦିବସ ଅବସରରେ ଶୁଭେଚ୍ଛା ଜଣାଇବା ସହିତ ଦୁଇ ପଡୋଶୀ ଦେଶ ଏକତ୍ର ହାେଇ ଦେଶର ବିକାଶରେ ଯୋଗଦାନ ଦେବା ଉଚିତ୍‌ ଏବଂ ଆତଙ୍କବାଦ ଓ ହିଂସାରୁ ଦୁରେଇ ରହିବା ଉଚିତ୍‌। ପୁଲ୍‌ଓ୍ବାମା ଆକ୍ରମଣ ପରେ ଭାରତ ପକ୍ଷରୁ ବାଲାକୋଟରେ ଏୟାର ଷ୍ଟ୍ରାଇକ୍‌ କରାଯାଇଥିଲା ଏବଂ ଅନ୍ୟୁନ ୩୦୦ଆତଙ୍କୀ ନିହତ ହାେଇଥିଲେ। ଇମ୍ରାନ ଅନ୍ୟ ଏକ ଟ୍ବିଟ୍‌ ଜରିଆରେ କହିଛନ୍ତି ଯେ, ପାକିସ୍ତାନ ଦିବସରେ ମୋଦିଙ୍କ ଶୁଭେଚ୍ଛା ଏକ ଅନନ୍ୟ ପଦକ୍ଷେପ। ଏହା ଦ୍ବାରା ଉଭୟ ରାଷ୍ଟ୍ର ମଧ୍ୟରେ ସମ୍ପର୍କ ଦୃଢୀଭୂତ ହେବା ସହିତ ପୂର୍ବ ସମସ୍ୟା ଦୂର ହୋଇପାରିବ। ପାକିସ୍ତାନ ଦିବସ ଅବସରରେ ଭାରତୀୟ ଉଚ୍ଚାୟୁକ୍ତଙ୍କୁ କୌଣସି କାର୍ଯ୍ୟକ୍ରମରେ ଯୋଗ ଦେବା ଉପରେ ଭାରତ ପକ୍ଷରୁ କଟକଣା ଜାରି କରାଯାଇଥିଲା। ଏପରି ସମୟରେ ପାକିସ୍ତାନର ଜାତୀୟ ଦିବସ ପାଳନ ଅବସରରେ ନରନ୍ଦ୍ରେ  ମୋଦିଙ୍କ ଶୁଭେଚ୍ଛାକୁ ନେଇ ଟାର୍ଗେଟ କରିଛି କଂଗ୍ରେସ। ତେବେ ଏନେଇ ସ୍ପଷ୍ଟୀକରଣ ଦେବାକୁ କଂଗ୍ରେସ ମଧ୍ୟ ଦାବି କରିଛି। କଂଗ୍ରେସର ପ୍ରବକ୍ତା ପ୍ରିୟଙ୍କା ଚତୁର୍ବେଦୀ ଇମ୍ରାନ୍‌ଙ୍କ ଟୁଇଟ୍‌କୁ ନେଇ ମୋଦିଙ୍କୁ ଘେରିବା ସହିତ ଏଇ ଟୁଇଟ୍‌ର ସତ୍ୟାସତ୍ୟ ଜାଣିବାକୁ ଦାବି କରିଛନ୍ତି।

Congress Modi slams thesamikhsya tweets
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.