Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚିହ୍ନଟ ହେଲେ ୩୪୪୩ ଜଣ କୋରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ରାଜ୍ୟରେ ଚିହ୍ନଟ ହେଲେ ୩୪୪୩ ଜଣ କୋରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

September 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର; ଆଜି ରାଜ୍ୟରେ ୩୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୩୪୪୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪୨୬ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୯ ହଜାର ୧୧୯କୁ ବୃଦ୍ଧି ହୋଇଛି। ତେବେ ରାଜ୍ୟରେ ୩୬ ହଜାର ୭୪୩ ଜଣ ଚିକିତ୍ସିତ ହେଉଥିବା ବେଳେ ୧ ଲକ୍ଷ ୮୧ ହଜାର ୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଖୋର୍ଦ୍ଧାରୁ ସର୍ବାଧିକ ୬୦୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୫୯ ଜଣ ଚିହ୍ନଟ ହୋଇଛନ୍ତି ସେହିପରି ଅନୁଗୁଳରୁ ୧୦୦, ବାଲେଶ୍ବରରୁ ୧୫୨, ଭଦ୍ରକରୁ ୯୫, ବଲାଙ୍ଗିରିରୁ ୧୧୪ ବୌଦ୍ଧରୁ ୧୦, ଦେବଗଡ଼ରୁ ୧୩, ଢେଙ୍କାନାଳରୁ ୪୭, ଗଜପତିରୁ ୧୮, ଗଞ୍ଜାମରୁ ୫୪, ଜଗତସିଂହପୁରରୁ ୭୮, ଯାଜପୁରରୁ ୧୩୦, ଝାରସୁଗୁଡାରୁ ୭୭, କଳାହାଣ୍ଡିରୁ ୭୬, କନ୍ଧମାଳରୁ ୧୦୩, କେନ୍ଦ୍ରାପଡାରୁ ୧୦୧, କେନ୍ଦୁଝରରୁ ୯୭, କୋରାପୁଟରୁ ୫୨, ମାଲକାନଗିରିରୁ ୨୯, ମୟୂରଭଞ୍ଜରୁ ୧୪୧, ନବରଙ୍ଗପୁରରୁ ୮୯, ନୟାଗଡରୁ ୮୮, ନୂଆପଡାରୁ ୮୭, ପୁରୀରୁ ୧୩୨, ରାୟଗଡାରୁ ୨୯, ସମ୍ବଲପୁରରୁ ୧୩୧, ସୋନପୁରରୁ ୯୪, ସୁନ୍ଦରଗଡରୁ ୮୧ ଏବଂ ଷ୍ଟେଟ ପିଲାରୁ ୧୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

corona update Odisha
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶରେ ଝୁଲନ୍ତା ଅବସ୍ଥାରେ ମିଳିଲା ୧୨ ବର୍ଷୀୟା ହିନ୍ଦୁ ଛାତ୍ରୀଙ୍କ ମୃତଦେହ: ଦୁଇ ସନ୍ଦିଗ୍ଧ ଅଟକ

January 8, 2026

ଅମ୍ବରନାଥ ମହାନଗର ନିଗମ ନିର୍ବାଚନ: ବିଜେପିର ଖେଳରେ କଂଗ୍ରେସ ମୁକ୍ତ, ସିନ୍ଦେ ଗୋଷ୍ଠୀକୁ ବଡ କ୍ଷତି 

January 8, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଷ୍ଟାର ଖେଳାଳି ତିଲକ ବର୍ମା ଆହତ

January 8, 2026

ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର

January 8, 2026
Latest News

ବାଂଲାଦେଶରେ ଝୁଲନ୍ତା ଅବସ୍ଥାରେ ମିଳିଲା ୧୨ ବର୍ଷୀୟା ହିନ୍ଦୁ ଛାତ୍ରୀଙ୍କ ମୃତଦେହ: ଦୁଇ ସନ୍ଦିଗ୍ଧ ଅଟକ

January 8, 2026

ଅମ୍ବରନାଥ ମହାନଗର ନିଗମ ନିର୍ବାଚନ: ବିଜେପିର ଖେଳରେ କଂଗ୍ରେସ ମୁକ୍ତ, ସିନ୍ଦେ ଗୋଷ୍ଠୀକୁ ବଡ କ୍ଷତି 

January 8, 2026

IPAC କାର୍ଯ୍ୟାଳୟରେ ED ର ଚଢାଉ: ମମତା ବାନାର୍ଜୀ ଏବଂ ବିଜେପି ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

January 8, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଷ୍ଟାର ଖେଳାଳି ତିଲକ ବର୍ମା ଆହତ

January 8, 2026

ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.