Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଥାନାରେ ହାଜର ହେଲେ ଅନୁରାଗ କାଶ୍ୟପ
ଆଜିର ଖବର

ଥାନାରେ ହାଜର ହେଲେ ଅନୁରାଗ କାଶ୍ୟପ

October 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଥାନାରେ ହାଜର ହୋଇଛନ୍ତି ଅନୁରାଗ କାଶ୍ୟପ । ମୁମ୍ବାଇ ଭର୍ସୋଭା ଥାନାରେ ହାଜର ହୋଇଛନ୍ତି ଅନୁରାଗ । ଅଭିନେତ୍ରୀ ପାୟଲ ଘୋଷ ଯୌନ ନିର୍ଯାତନା ନେଇ ଅଭିଯୋଗ କରିବା ପରେ ମୁମ୍ବାଇ ପୁଲିସ ଗତକାଲି ଜେରା ପାଇଁ ଅନୁରାଗଙ୍କୁ ସମନ ପଠାଇଥିଲା । ସମନ ପାଇ ଏବେ ଜେରା ପାଇଁ ମୁମ୍ବାଇର ବର୍ସୋବା ଥାନାରେ ପହଞ୍ଚିଛନ୍ତି ଅନୁରାଗ କଶ୍ୟପ। ଯୌନ ନିର୍ଯାତନା ନେଇ ଆଜି ନିଜ ପକ୍ଷ ରଖିବେ ଅନୁରାଗ ।

ସୂଚନାଯୋଗ୍ୟ, କିଛି ଦିନ ତଳେ ଅସଦାଚରଣ ଅଭ‌ିଯୋଗ ଆଣି ଅନୁରାଗଙ୍କ ନାମରେ ଦୁଷ୍କର୍ମ ମାମଲା ରୁଜୁ କରିଥିଲେ ଅଭିନେତ୍ରୀ। ଅନୁରାଗଙ୍କ ବିରୋଧରେ ଲିଖିତ ଅଭିଯୋଗ ପୂର୍ବରୁ ପାୟଲ ସୋସିଆଲ ମିଡିଆରେ ନିଜ ସହ ଘଟିଥିବା ଘଟଣା ବିଷୟରେ ଜଣାଇଥିଲେ।

anurag kashyap metoo
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026

ITDA ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

June 6, 2026
Latest News

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.