Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 859କୁ ବୃଦ୍ଧି
ଆଜିର ଖବର

ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 859କୁ ବୃଦ୍ଧି

October 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ 4 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ ଓ ନୟାଗଡରୁ 2 ଜଣ ଲେଖାଏଁ  ଆକ୍ରାନ୍ତଙ୍କର ମୃତ୍ୟୁହୋଇଛି । ସେହିପରି ଭଦ୍ରକ, ଅନୁଗୁଳ, ବଲାଙ୍ଗିର, ଜଗତସିଂହପୁର, କଳାହାଣ୍ଡି ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା 859ରେ ପହଞ୍ଚିଛି ।

ଖୋର୍ଦ୍ଧାରୁ ଆଜି ଚାରିଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ 59 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ 62 ବର୍ଷୀୟା ମହିଳା ରହିଥିବାବେଳେ 48 ବର୍ଷୀୟ ପୁରୁଷ ରହିଥିବାବେଳେ ଅନ୍ୟ ଜଣେ 89 ବର୍ଷୀୟ ବ୍ୟକ୍ତି ରହିଛନ୍ତି । କଟକରୁ 83 ବର୍ଷୀୟ ପୁରୁଷ ରହିଥିବାବେଳେ 67ବର୍ଷୀୟା ମହିଳା ରହିଛନ୍ତି ।  ସେହିପରି ନୟାଗଡରୁ 86 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ 71 ବର୍ଷୀୟା ମହିଳାରହିଛନ୍ତି । ଅନୁଗଳୁରୁ ଜଣେ 45 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ଭୟଦକରୁ 65 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଛି । ସେହିପରି ବଲାଙ୍ଗିରରୁ 65 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାବେଳେ ଢେଙ୍କାନାଳରୁ 56 ବର୍ଷୀୟ ପୁରୁଷ, ଜଗତସିଂହପୁରରୁ 64 ବର୍ଷୀୟ ପୁରୁଷ ଓ କଳାହାଣ୍ଡିରୁ 43ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୀମା ନିକଟରେ ବଡ଼ ଆକ୍ରମଣ: ୧୧ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ

October 8, 2025

୧୦ ରୁ ଭାରତ-ୱେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ: ଦିଲ୍ଲୀରେ ଭଲ ନାହିଁ ଟିମ୍ ଇଣ୍ଡିଆର ରେକର୍ଡ

October 8, 2025

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025

ଏବେ ମାଗଣାରେ ଦେଖନ୍ତୁ ଲାଇଭ୍ ଟିଭି ଏବଂ ସିନେମା!: ଜାଣନ୍ତୁ ପ୍ରକ୍ରିୟା

October 8, 2025
Latest News

ସୀମା ନିକଟରେ ବଡ଼ ଆକ୍ରମଣ: ୧୧ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ

October 8, 2025

୧୦ ରୁ ଭାରତ-ୱେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ: ଦିଲ୍ଲୀରେ ଭଲ ନାହିଁ ଟିମ୍ ଇଣ୍ଡିଆର ରେକର୍ଡ

October 8, 2025

ପୁଣି ଥରେ ଜେଡିୟୁକୁ ଝଟକା ଦେବେ କି ଚିରାଗ ପାସୱାନ?: ଦେଲେ ଏଭଳି ସଂକେତ!

October 8, 2025

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025

ଏବେ ମାଗଣାରେ ଦେଖନ୍ତୁ ଲାଇଭ୍ ଟିଭି ଏବଂ ସିନେମା!: ଜାଣନ୍ତୁ ପ୍ରକ୍ରିୟା

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.