Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାତ ବର୍ଷ ପରେ 20 ପଇସା ବଢିଛି : ଶକ୍ତି ମନ୍ତ୍ରୀ
ଆଜିର ଖବର

ସାତ ବର୍ଷ ପରେ 20 ପଇସା ବଢିଛି : ଶକ୍ତି ମନ୍ତ୍ରୀ

October 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବିଜୁଳି ଦରବୃଦ୍ଧି ମୂଲତବୀ ନୋଟିସ୍‌ର ଗୃହରେ ଉତ୍ତର ରଖିଛନ୍ତି ଶକ୍ତି ମନ୍ତ୍ରୀ । 7 ବର୍ଷ ପରେ ବିଜୁଳି ଦର ବଢିଥିବାବେଳେ ୟୁନିଟ୍‌ ପିଛା ମାତ୍ର 20ପଇସା ବଢିଛି ବୋଲି କହିଛନ୍ତି ଶକ୍ତିମନ୍ତ୍ରୀ । ଏନ୍‌ଟିପିସି, ଏନ୍‌ଏଚ୍‌ପିସି, ପିଜିସିଆଇଏଲ୍‌ 68 ପ୍ରତିଶତ ବୃଦ୍ଧି କରିଥିବାରୁ ଦର ବୃଦ୍ଧି କରାଯାଇଛି ବୋଲି କହିଛନ୍ତି ଶକ୍ତି ମନ୍ତ୍ରୀ । ଗୋଟିଏ ଦୁଇଟିକୁ ଛାଡି ବାକି ରାଜ୍ୟର ବିଜୁଳି ଦର ଓଡ଼ିଶାଠାରୁ ଅଧିକରହିଛି ବୋଲି କହିଛନ୍ତି ଶକ୍ତିମନ୍ତ୍ରୀ । ରାଜ୍ୟର କୃଷକ, ବିପିଏଲ ପରିବାରଙ୍କ ପାଇଁ ବିତ୍ୟୁତ ଶୁଳ୍କ ବଢିନାହିଁ ବୋଲି ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି।

ଅପରପକ୍ଷରେ ଶକ୍ତିମନ୍ତ୍ରୀଙ୍କ ବିବୃତ୍ତିକୁ ଜନସ୍ବାର୍ଥ ବିରୋଧୀ ବୋଲିକହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ।  ବିପଦ ସମୟରେ ଦର ବୃଦ୍ଧି କଟା ଘାରେ ଚୂନ ଦେବା ସଦୃଶ ବୋଲି କହିଛନ୍ତି ମୋହନ ମାଝୀ ।ବିଜୁଳି ଦର ବୃଦ୍ଧି ପ୍ରତ୍ୟାହାର କରନ୍ତୁ ନଚେତ ମନ୍ତ୍ରୀ ଗାଦି ଛାଡନ୍ତୁ ବୋଲି କହିଛନ୍ତି ମୋହନ ମାଝୀ ।  ଶକ୍ତିମନ୍ତ୍ରୀଙ୍କ ଉତ୍ତରରେ ବିଜେପି କକ୍ଷତ୍ୟାଗ କରିବା ପରେ ଗୃହକାର୍ଯ୍ୟ 3ଟା ଯାଏଁ ମୁଲତବୀ ରଖାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026

ରାଜ୍ୟରେ ଏଲପିଜି କଳାବଜାରୀ ଉପରେ ଚଢ଼ାଉ: ୮,୪୩୪ ସିଲିଣ୍ଡର ଜବତ, ୯ ଗିରଫ

September 5, 2026
Latest News

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.