Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ସୂଚୀ :  ତିନୋଟି ସିପ୍ଟରେ ଅନୁଷ୍ଠିତ ହେବ ପରୀକ୍ଷା
ଆଜିର ଖବର

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ସୂଚୀ :  ତିନୋଟି ସିପ୍ଟରେ ଅନୁଷ୍ଠିତ ହେବ ପରୀକ୍ଷା

October 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଓଜେଇଇ ପରୀକ୍ଷା ସୂଚୀ ପ୍ରକାଶ ପାଇଛି । ଦୈନିକ ତିନୋଟି ସିପ୍ଟରେ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହେବ । ସକାଳ 9ରୁ 11ରୁ ପ୍ରଥମ ସିପ୍ଟ ପରୀକ୍ଷା ଅନୁଷ୍ଠିତ ହେବ । ସେହିପରି ଦିନ 12ଟା30ରୁ 2ଟା30 ଦ୍ବିତୀୟ ସିପ୍ଟ ଓ ଅପରାହ୍ନ 4ଟାରୁ 6ଟା ମଧ୍ୟରେ ତୃତୀୟ ସିପ୍ଟ ପରୀକ୍ଷା ଅନୁଷ୍ଠିତ ହେବ । କମ୍ପ୍ୟୁଟର ବେସ୍‌ଡ୍‌ ଟେଷ୍ଟ ମୋଡରେ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହେବ । ଅକ୍ଟୋବର 5ରୁ ଆଡମିଟ୍‌ କାର୍ଡ ଡାଉନଲୋଡ୍‌ ହୋଇପାରିବ ।  ଅକ୍ଟୋବର 12ରୁ 19 ତାରିଖ ଯାଏଁ ଓଜେଇଇ  ପରୀକ୍ଷା ଅନୁଷ୍ଠିତ ହେବ । ଚଳିତ ବର୍ଷ ରେକର୍ଡ ସଂଖ୍ୟକ 79 ହଜାର 8ଶହ ପିଲା ଓଜେଇଇ ପାଇଁ ପଞ୍ଜୀକରଣ କରିଛନ୍ତି ।

OJEE
Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026

ୟୁସିସି ଉପରେ ଗୃହମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ଓମାର ଅବଦୁଲ୍ଲା: ରାଜି ହେବ କି କେନ୍ଦ୍ର?

September 15, 2026

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026
Latest News

“ଚୁପ୍ ଚାପ୍ ଶୁଳ୍କ ଲାଗୁ କରିବାର ପ୍ରସ୍ତୁତି…”: UPIକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ 

September 15, 2026

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026

“ଉମର ଖାଲିଦ ଜଣେ ରାଷ୍ଟ୍ରବାଦୀ”: ଡକ୍ୟୁମେଣ୍ଟାରୀର ବିରୋଧ ମଧ୍ୟରେ କଂଗ୍ରେସ ନେତାଙ୍କ ବିବୃତ୍ତି 

September 15, 2026

ୟୁସିସି ଉପରେ ଗୃହମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ଓମାର ଅବଦୁଲ୍ଲା: ରାଜି ହେବ କି କେନ୍ଦ୍ର?

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.