Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବଳ ବର୍ଷିବ : ଜିଲ୍ଲାପାଳଙ୍କୁ ଚିଠି ଦେଲେ ଏସ୍‌ଆରସି
ଆଜିର ଖବର

ପ୍ରବଳ ବର୍ଷିବ : ଜିଲ୍ଲାପାଳଙ୍କୁ ଚିଠି ଦେଲେ ଏସ୍‌ଆରସି

October 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଲଘୁଚାପ ଯୋଗୁଁ ଆସନ୍ତା 6 ତାରିଖ ଯାଏଁ  ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସି ପ୍ରଦୀପ ଜେନା ଚିଠି ଲେଖିଛନ୍ତି। ଅରେଞ୍ଜ ଏବଂ ୟେଲୋ ଓ୍ବାର୍ଣ୍ଣିଂ ଜିଲ୍ଲାପ୍ରତି ନଜର ରଖିବାକୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି । ସେହିପରି ଜଳ ନିଷ୍କାସନ, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ପ୍ରତି ନଜର ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । କାଲି ସକାଳ ଯାଏଁ 5ଟି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବାବେଳେ 15ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ମଧ୍ୟରେ ରହିଛି ଗଞ୍ଜାମ, ବଲାଙ୍ଗିର, ସୋନପୁର, କେନ୍ଦୁଝର ଓ ମୟୂରଭଞ୍ଜ । ସେହିପରି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ଅନୁଗୁଳ, କଟକ, ପୁରୀ, ନୟାଗଡ, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, ସମ୍ବଲପୁର ଆଦି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Latest News

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.