Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବଳ ବର୍ଷିବ : ଜିଲ୍ଲାପାଳଙ୍କୁ ଚିଠି ଦେଲେ ଏସ୍‌ଆରସି
ଆଜିର ଖବର

ପ୍ରବଳ ବର୍ଷିବ : ଜିଲ୍ଲାପାଳଙ୍କୁ ଚିଠି ଦେଲେ ଏସ୍‌ଆରସି

October 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଲଘୁଚାପ ଯୋଗୁଁ ଆସନ୍ତା 6 ତାରିଖ ଯାଏଁ  ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସି ପ୍ରଦୀପ ଜେନା ଚିଠି ଲେଖିଛନ୍ତି। ଅରେଞ୍ଜ ଏବଂ ୟେଲୋ ଓ୍ବାର୍ଣ୍ଣିଂ ଜିଲ୍ଲାପ୍ରତି ନଜର ରଖିବାକୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି । ସେହିପରି ଜଳ ନିଷ୍କାସନ, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ପ୍ରତି ନଜର ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । କାଲି ସକାଳ ଯାଏଁ 5ଟି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବାବେଳେ 15ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ମଧ୍ୟରେ ରହିଛି ଗଞ୍ଜାମ, ବଲାଙ୍ଗିର, ସୋନପୁର, କେନ୍ଦୁଝର ଓ ମୟୂରଭଞ୍ଜ । ସେହିପରି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ଅନୁଗୁଳ, କଟକ, ପୁରୀ, ନୟାଗଡ, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, ସମ୍ବଲପୁର ଆଦି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିହାର ନିର୍ବାଚନରେ ​​NDAର ମୁଖ୍ୟମନ୍ତ୍ରୀ ଚେହରା କିଏ?: ସ୍ପଷ୍ଟ କଲେ ଗିରିରାଜ ସିଂହ

October 8, 2025

ସୀମା ନିକଟରେ ବଡ଼ ଆକ୍ରମଣ: ୧୧ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ

October 8, 2025

୧୦ ରୁ ଭାରତ-ୱେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ: ଦିଲ୍ଲୀରେ ଭଲ ନାହିଁ ଟିମ୍ ଇଣ୍ଡିଆର ରେକର୍ଡ

October 8, 2025

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025
Latest News

ବିହାର ନିର୍ବାଚନରେ ​​NDAର ମୁଖ୍ୟମନ୍ତ୍ରୀ ଚେହରା କିଏ?: ସ୍ପଷ୍ଟ କଲେ ଗିରିରାଜ ସିଂହ

October 8, 2025

ସୀମା ନିକଟରେ ବଡ଼ ଆକ୍ରମଣ: ୧୧ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ

October 8, 2025

୧୦ ରୁ ଭାରତ-ୱେଷ୍ଟଇଣ୍ଡିଜ୍ ୨ୟ ଟେଷ୍ଟ: ଦିଲ୍ଲୀରେ ଭଲ ନାହିଁ ଟିମ୍ ଇଣ୍ଡିଆର ରେକର୍ଡ

October 8, 2025

ପୁଣି ଥରେ ଜେଡିୟୁକୁ ଝଟକା ଦେବେ କି ଚିରାଗ ପାସୱାନ?: ଦେଲେ ଏଭଳି ସଂକେତ!

October 8, 2025

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.