Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଜପତି ଜିଲ୍ଲାରେ 65% ଆଣ୍ଟିବଡି
ଆଜିର ଖବର

ଗଜପତି ଜିଲ୍ଲାରେ 65% ଆଣ୍ଟିବଡି

October 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଗଜପତି ଜିଲ୍ଲାରେ ସେରୋ ସର୍ଭେ ନେଇ ଆରଏମଆରସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି ସୂଚନା ଦେଇ କହିଛନ୍ତି ଯେ, ଗଜପତି ଜିଲ୍ଲାର ବାସିନ୍ଦାଙ୍କ ଶରୀରରେ ସବୁଠାରୁ ଅଧିକ ଆଣ୍ଟିବଡି ରହିଛି । ଗଜପତି ଜିଲ୍ଲାରେ ଓଡ଼ିଶାର ସର୍ବାଧିକ 65% ଆଣ୍ଟିବଡି ସୃଷ୍ଟି ହୋଇଛି ।  ଏପରିକି 44ରୁ 92% ପର୍ଯ୍ୟନ୍ତ ଆଣ୍ଟିବଡି ଥିବାର ପରିଲକ୍ଷିତ ହୋଇଛି । ସ୍ବାସ୍ଥ୍ୟକର୍ମୀଙ୍କଠାରେ 50% ଆଣ୍ଟିବଡି ରହିଥିବାବେଳେ ପୋଲିସ୍‌ଙ୍କଠାରେ 54% ଆଣ୍ଟିବଡି ରହିଛି । ଆସନ୍ତା ଅକ୍ଟୋବର 5ରୁ  ମାଲକାନଗିରିରେ ସେରୋ ସର୍ଭେ ହେବ । ଗଜପତିରେ 5ଟି ଟିମ୍ ସେରୋ ସର୍ଭେ କରୁଥିଲା । ତିନୋଟି ବର୍ଗର ଲୋକଙ୍କୁ ନେଇ ସୋରେ ସର୍ଭେ ଚାଲିଥିଲା । ତେବେ ମହିଳାଙ୍କ ଶରୀରରେ ଅଧିକ ଆଣ୍ଟିବଡି ସୃଷ୍ଟି ହୋଇଥିବା ସର୍ଭେରୁ ଜଣାପଡିଛି ।

ଆଣ୍ଟିବଡି
Share. Facebook Twitter LinkedIn Email WhatsApp Copy Link

Related Posts

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026

୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

October 9, 2026
Latest News

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026

୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

October 9, 2026

ବେଲଗୁଣ୍ଠାରେ ବେଆଇନ ବନ୍ଧୁକ ଜବତ: ଜଣେ ଗିରଫ

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.