Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 875କୁ ବୃଦ୍ଧି
ଆଜିର ଖବର

ଆଜି 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 875କୁ ବୃଦ୍ଧି

October 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ 6ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ନୟାଗଡରୁ 3 ଲେଖାଏଁ  ଆକ୍ରାନ୍ତଙ୍କର ମୃତ୍ୟୁହୋଇଛି । କଟକ ଓ ବାଲେଶ୍ବରରୁ 2 ଜଣ ଲେଖାଏଁଙ୍କର ମୃତ୍ୟୁ ହୋଇଥିବାବେଳେ  ଜଗତସିଂହପୁର, ବରଗଡ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।  ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା 875ରେ ପହଞ୍ଚିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 6ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ 5ଜଣ ପୁରୁଷ ଓ ଜଣେ ମହିଳା ଆକ୍ରାନ୍ତ ରହିଛନ୍ତି । ମହିଳା ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 84 ବର୍ଷ ହୋଇଥିବାବେଳେ ଅନ୍ୟ ପୁରୁଷ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ  75, 41, 46, 82, 67 ବର୍ଷ ।

ବାଲେଶ୍ବର ଜିଲ୍ଲାରୁ ଦୁଇ ମହିଳାଙ୍କର ମୃତ୍ୟୁହୋଇଥିବାବେଳେ ବୟସ ଯଥାକ୍ରମେ 60 ଓ 80ବର୍ଷ ବୋଲି ସୂଚନା ରହିଛି । ସେହିପରି ବରଗଡରୁ 47 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କଳାହାଣ୍ଡିରୁ 32 ବର୍ଷୀୟ ଯୁବକଙ୍କର ମୃତ୍ୟୁ ହୋଇଥିବାବେଳେ ଜଗତସିଂହପୁରରୁ 67 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଛି ।

କଟକରୁ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଦୁହିଁଙ୍କ ବୟସ ଯଥାକ୍ରମେ 64 ଓ 57 ବର୍ଷ ବୋଲି ସୂଚନା ରହିଛି ।  ନୟାଗଡରୁ 62 ବର୍ଷୀୟ ପୁରୁଷ, 76 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 52 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କଟକ କରୋନା ଖୋର୍ଦ୍ଧା ନୟାଗଡ ବାଲେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026
Latest News

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.