Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶପଥ ନେଲେ ଦେଶର ପ୍ରଥମ ଲୋକପାଳ ପିନାକୀ ଘୋଷ
ଆଜିର ଖବର

ଶପଥ ନେଲେ ଦେଶର ପ୍ରଥମ ଲୋକପାଳ ପିନାକୀ ଘୋଷ

March 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
President administers oath of office to justice PC Ghose as first Lokapal
President administers oath of office to justice PC Ghose as first Lokapal

ଅବସରପ୍ରାପ୍ତ ସୁପ୍ରିମ୍‌କୋର୍ଟ ବିଚାରପତି ଜଷ୍ଟିସ୍ ପିନାକୀ ଚନ୍ଦ୍ର ଘୋଷ ଆଜି ଦେଶର ପ୍ରଥମ ଲୋକପାଳ ଭାବରେ ଶପଥ ନେଇଛନ୍ତି।  ମଙ୍ଗଳବାର ଦିନ ପିନାକୀ ଘୋଷଙ୍କୁ ଭାରତର ପ୍ରଥମ ଲୋକପାଳ ଭାବେ ନିଯୁକ୍ତ ହୋଇଥିଲେ। ରାଷ୍ଟ୍ରପତି ଭବନଠାରେ ଅନୁଷ୍ଠିତ ଏହି ଶପଥ ଗ୍ରହଣ ଉତ୍ସବକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପରିଚାଳନା କରିଥିଲେ । ଏହି ଉତ୍ସବରେ ରାଷ୍ଟ୍ରପତିଙ୍କ ବ୍ୟତୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ ଏବଂ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇ ଯୋଗ ଦେଇଥିଲେ। ୨୦୧୪ ମସିହା ଜାନୁଆରୀ ୧୬ ତାରିଖରେ ଲୋକପାଳ ଆଇନ ପ୍ରଣୟନର ୫ ବର୍ଷ ପରେ ଲୋକପାଳ ନିଯୁକ୍ତି ଦିଆଯାଇଛି। ଲୋକପାଳ କମିଟିରେ ୪ ଜଣ ଜୁଡିସିଆଲ ସଦସ୍ୟ ଥିବା ବେଳେ ଆଉ ୪ ଜଣ ନନ୍‌ ଜୁଡିସିଆଲ ସଦସ୍ୟ ରହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026

ମୁନିଗୁଡାଠାରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦ୍ଘାଟିତ

February 6, 2026

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026
Latest News

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ହୋଲି ଅବସରରେ ଯାତ୍ରୀଙ୍କ ସୁଗମ ପରିବହନ ପାଇଁ ରେକର୍ଡ ସଂଖ୍ୟକ ସ୍ୱତନ୍ତ୍ର ଟ୍ରେନ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.