Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 892କୁ ବୃଦ୍ଧି
ଆଜିର ଖବର

ଆଜି 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 892କୁ ବୃଦ୍ଧି

October 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ବର ଓ ଢେଙ୍କାନାଳରୁ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୂରଭଞ୍ଜ ଓ ନୟାଗଡରୁଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 892କୁ ବୃଦ୍ଧି ହୋଇଛି ।

ବାଲେଶ୍ବରରୁ ତିନି ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟା ମହିଳା ରହିଥିବାବେଳେ ଅନ୍ୟ ଦୁଇ ପୁରୁଷ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 47 ଓ 62 ବର୍ଷ । ସେହିପରି ଢେଙ୍କାନାଳରେ ତିନି ମୃତକଙ୍କ ବୟସ ଯଥାକ୍ରମେ 36, 65, 61 ବର୍ଷ । ଖୋର୍ଦ୍ଧାରଦୁଇ ମୃତକଙ୍କ ମଧ୍ୟରେ ଜଣେ 68 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 65 ବର୍ଷୀ୍ର ପୁରୁଷ । ସେହିପରି ପୁରୀର ଦୁଇ ମୃତକଙ୍କ ମଧ୍ୟରେ ଜଣେ 70 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 85 ବର୍ଷୀୟ ପୁରୁଷ । ଜଗତସିଂହପୁରରୁ ଦୁଇ ମୃତକଙ୍କ ମଧ୍ୟରେ ଜଣେ 62 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 49 ବର୍ଷୀୟ ପୁରୁଷ ।

ସେହିପରି ଭଦ୍ରକରୁ 56 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଗଞ୍ଜାମରୁ 54 ବର୍ଷୀୟ ପୁରୁଷ, ଯାଜପୁରରୁ 57 ବର୍ଷୀୟ ପୁରୁଷ, ମୟୂରଭଞ୍ଜରୁ 56 ବର୍ଷୀୟ ପୁରୁଷ ଓ ନୟାଗଡରୁ 53 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଛି ।

କରୋନା ଆକ୍ରାନ୍ତ ଖୋର୍ଦ୍ଧା ଗଞ୍ଜାମ ଜଗତସିଂହପୁର ପୁରୀ ଭଦ୍ରକ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.