Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 900 ଟପିଲା
ଆଜିର ଖବର

ଆଜି 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 900 ଟପିଲା

October 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କେନ୍ଦ୍ରାପଡା ଜିଲ୍ଲାରୁ 2 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ବୌଦ୍ଧ, ଜଗତସିଂହପୁର ଓ ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି, କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 907କୁ ବୃଦ୍ଧି ହୋଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ଆଜି ତିନିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ 2 ଜଣ ଭୁବନେଶ୍ବରରେ ରହିଥିବାବେଳେ ଜଣେ  47 ବର୍ଷୀୟା ମହିଳା ଥିବାବେଳେ 63 ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ଅନ୍ୟ ମୃତକଙ୍କ ମଧ୍ୟରେ 74 ବର୍ଷୀୟ ପୁରୁଷ ଆକ୍ରାନ୍ତ ରହିଛନ୍ତି ।

କଟକରୁ ତିନି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ  ମୃତକଙ୍କ ମଧ୍ୟରେ ଜଣେ 60 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଦୁଇ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 60ଓ 70 ବର୍ଷ ବୋଲି ସୂଚନା ରହିଛି ।

ସେହିପରି କେନ୍ଦ୍ରାପଡା ଜିଲ୍ଲାର ଜଣେ 48 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 85 ବର୍ଷୀୟ ବୃଦ୍ଧ ବୋଲି ସୂଚନା ରହିଛି ।

ସେହିପରି ବୌଦ୍ଧରୁ 71 ବର୍ଷୀୟ ଆକ୍ରାନ୍ତଙ୍କର ରହିଥିବାବେଳେ ଢେଙ୍କାନାଳରୁ 70 ବର୍ଷୀୟ ଆକ୍ରାନ୍ତ ଓ ସମ୍ବଲପୁରରୁ 73 ବର୍ଷୀୟ ମିହଳା ଆକ୍ରାନ୍ତ ରହିଛନ୍ତି । ଜଗତସିଂହପୁରୁର 48 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କୋରାପୁଟରୁ 55 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ କେଉଁଝରରୁ 65 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ରୁ ହୋଇଛି । ସେହିପରି ମାଲକାନଗିରିରୁ 65 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

 

କଟକ କରୋନା ଖୋର୍ଦ୍ଧା ଜଗତସିଂହପୁର ବୌଦ୍ଧ
Share. Facebook Twitter LinkedIn Email WhatsApp Copy Link

Related Posts

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026

ଅସଲ ଟିଏମସି କିଏ? ପ୍ରଶ୍ନରେ ଉଠିଲା ଝଡ଼; କୋର୍ଟ ଓ ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର

June 15, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ବିଜୟ ସହିତ ଟି-20 ବିଶ୍ୱକପ୍ ଅଭିଯାନ ଆରମ୍ଭ କଲା ଟିମ ଇଣ୍ଡିଆ

June 15, 2026

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026
Latest News

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026

ଅସଲ ଟିଏମସି କିଏ? ପ୍ରଶ୍ନରେ ଉଠିଲା ଝଡ଼; କୋର୍ଟ ଓ ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର

June 15, 2026

‘ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 15, 2026

ଏହି ଦଳରେ ମିଶିବେ ୨୦ ବିଦ୍ରୋହୀ ଟିଏମସି ସାଂସଦ: ଏନଡିଏ କୁ କରିବେ ସମର୍ଥନ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.