Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁଚାପ ସକ୍ରିୟ : ଟୁଇନ୍‌ ସିଟିରେ ଘଡଘଡି ସହ ବର୍ଷା
ଆଜିର ଖବର

ଲଘୁଚାପ ସକ୍ରିୟ : ଟୁଇନ୍‌ ସିଟିରେ ଘଡଘଡି ସହ ବର୍ଷା

October 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କଟକ ଓ ଭୁବନେଶ୍‌ବରରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।  ଲଘୁଚାପ ପ୍ରଭାବରେ ଟୁଇନ୍‌ ସିଟିରେ ପ୍ରବଳ ବର୍ଷା ଜାରି ରହିଛି । ଆଗାମୀ 2ରୁ 3 ଘଣ୍ଟା ଯାଏଁ ଟୁଇନ୍‌ ସିଟିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଘଣ୍‌ଟା ପ୍ରତି 2ରୁ 3 ସେମି ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ପ୍ରବଳ ବର୍ଷା ଯୋଗୁଁ କମ୍‌ ଦୃଶ୍ୟମାନ ଓ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି ବୋଲି ସୂଚନା ଜାରି ହୋଇଛି ।

ଆଉ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଜାରି ରହିଛି । ଖୋର୍ଦ୍ଧା,କଟକ, ଢେଙ୍କାନାଳ, କେଉଁଝର, ଗଞ୍ଜାମ, ଅନୁଗୁଳ ଏହି ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରିଛି ପାଣିପାଗ ବିଭାଗ ।

ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026

ରାଜ୍ୟରେ ଏଲପିଜି କଳାବଜାରୀ ଉପରେ ଚଢ଼ାଉ: ୮,୪୩୪ ସିଲିଣ୍ଡର ଜବତ, ୯ ଗିରଫ

September 5, 2026
Latest News

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.